2 Chronicles 26:5 — Compare Translations

5 translations compared side by side

Odia - 1840
"ଉଷିୟ ଜିଖରିଯଙ୍କ ଜୀବନକାଳ ମଧିଅରେ ପରମେଶ୍ବରଙ୍କର ଅନୁଗମନ କଲେ। ପରମେଶ୍ବରଙ୍କୁ କିପରି ସମ୍ମାନ କରିବାକୁ ଓ ତାଙ୍କର ବାଧ୍ଯ ହବୋକୁ ହବେ, ତାହା ଜିଖରିଯ ଉଷିୟଙ୍କୁ ଶିକ୍ଷା ଦେଲେ। ଉଷିୟ ଯେତବେେଳେ ସଦାପ୍ରଭୁଙ୍କର ବାଧ୍ଯ ହେଲେ, ପରମେଶ୍ବର ତାଙ୍କୁ ସଫଳତା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପରମେଶ୍ଵରୀୟ ଦର୍ଶନ ସମ୍ଵନ୍ଧରେ ବୁଦ୍ଧିମାନ ଜିଖରୀୟର ସମୟରେ ସେ ପରମେଶ୍ଵରଙ୍କର ଅନ୍ଵେଷଣ କରିବା ପାଇଁ ଆପଣାକୁ ନିବିଷ୍ଟ କଲେ ଓ ସେ ଯେତେ କାଳ ସଦାପ୍ରଭୁଙ୍କର ଅନ୍ଵେଷଣ କଲେ, ସେତେ କାଳ ପରମେଶ୍ଵର ତାଙ୍କୁ କୃତକାର୍ଯ୍ୟ ହେବାକୁ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଉଷିୟ ଯିଖରିୟଙ୍କ ଜୀବନକାଳ ମଧ୍ୟରେ ପରମେଶ୍ୱରଙ୍କର ଅନୁଗମନ କଲେ। ପରମେଶ୍ୱରଙ୍କୁ କିପରି ସମ୍ମାନ କରିବାକୁ ଓ ତାଙ୍କର ବାଧ୍ୟ ହେବାକୁ ହେବ, ତାହା ଯିଖରିୟ ଉଷିୟଙ୍କୁ ଶିକ୍ଷା ଦେଲେ। ଉଷିୟ ଯେତେବେଳେ ସଦାପ୍ରଭୁଙ୍କର ବାଧ୍ୟ ହେଲେ, ପରମେଶ୍ୱର ତାଙ୍କୁ ସଫଳତା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପରମେଶ୍ୱରୀୟ ଦର୍ଶନ ସମ୍ବନ୍ଧରେ ବୁଦ୍ଧିମାନ ଜିଖରୀୟର ସମୟରେ ସେ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣାକୁ ନିବିଷ୍ଟ କଲେ ଓ ସେ ଯେତେ ସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ, ସେତେ ସମୟ ପର୍ଯ୍ୟନ୍ତ ପରମେଶ୍ୱର ତାଙ୍କୁ କୃତକାର୍ଯ୍ୟ ହେବାକୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)