2 Chronicles 26:6 — Compare Translations

5 translations compared side by side

Odia - 1840
"ଉଷିୟ ପଲେଷ୍ଟୀୟ ଲୋକମାନଙ୍କ ବିରୁଦ୍ଧ ରେ ଗୋଟିଏ ୟୁଦ୍ଧ କଲେ। ସେ ଗାଥ୍, ଯବ୍ନିର ଓ ଅସ୍ଦୋଦ୍ ସହରର ଚତୁର୍ଦ୍ଦିଗ ରେ ଥିବା ପ୍ରାଚୀର ସବୁ ଭାଙ୍ଗି ପକାଇଲେ। ଉଷିୟ ଅସ୍ଦୋଦ୍ ସହର ନିକଟରେ ଓ ଅନ୍ଯାନ୍ଯ ସ୍ଥାନ ରେ ପଲେଷ୍ଟୀୟ ଲୋକମାନଙ୍କ ମଧିଅରେ ସହରମାନ ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଯାଇ ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଯୁଦ୍ଧ କଲେ; ଆଉ ଗାଥ୍-ନଗରର ପ୍ରାଚୀର ଓ ଯବ୍ନିର ପ୍ରାଚୀର ଓ ଅସ୍ଦୋଦ୍ର ପ୍ରାଚୀର ଭାଙ୍ଗି ପକାଇଲେ; ପୁଣି ଅସ୍ଦୋଦ୍ ଦେଶରେ ଓ ପଲେଷ୍ଟୀୟମାନଙ୍କ ମଧ୍ୟରେ ନାନା ନଗର ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଉଷିୟ ପଲେଷ୍ଟୀୟ ଲୋକମାନଙ୍କ ବିରୁଦ୍ଧରେ ଗୋଟିଏ ଯୁଦ୍ଧ କଲେ। ସେ ଗାଥ୍, ଯ‌‌ବ୍‌‌ନିର ଓ ଅ‌ସ୍‌ଦୋଦ୍ ସହରର ଚତୁର୍ଦ୍ଦିଗରେ ଥିବା ପ୍ରାଚୀର ସବୁ ଭାଙ୍ଗି ପକାଇଲେ। ଉଷିୟ ଅ‌ସ୍‌ଦୋଦ୍ ସହର ନିକଟରେ ଓ ଅନ୍ୟାନ୍ୟ ସ୍ଥାନରେ ପଲେଷ୍ଟୀୟ ଲୋକମାନଙ୍କ ମଧ୍ୟରେ ସହରମାନ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଯାଇ ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଯୁଦ୍ଧ କଲେ; ଆଉ ଗାଥ୍‍-ନଗରର ପ୍ରାଚୀର ଓ ଯବ୍‍ନିର ପ୍ରାଚୀର ଓ ଅସ୍ଦୋଦର ପ୍ରାଚୀର ଭାଙ୍ଗି ପକାଇଲେ; ପୁଣି ଅସ୍ଦୋଦ ଦେଶରେ ଓ ପଲେଷ୍ଟୀୟମାନଙ୍କ ମଧ୍ୟରେ ନାନା ନଗର ନିର୍ମାଣ କଲେ
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଯାଇ ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଯୁଦ୍ଧ କଲେ; ଆଉ ଗାଥ୍‍-ନଗରର ପ୍ରାଚୀର ଓ ଯବ୍‍ନିର ପ୍ରାଚୀର ଓ ଅସ୍‍ଦୋଦର ପ୍ରାଚୀର ଭାଙ୍ଗି ପକାଇଲେ; ପୁଣି ଅସ୍‍ଦୋଦ ଦେଶରେ ଓ ପଲେଷ୍ଟୀୟମାନଙ୍କ ମଧ୍ୟରେ ନାନା ନଗର ନିର୍ମାଣ କଲେ