2 Chronicles 26:7 — Compare Translations
5 translations compared side by side
Odia - 1840
"ପରମେଶ୍ବର ଉଷିୟଙ୍କୁ ପଲେଷ୍ଟୀୟ ଲୋକ, ଗୁର୍-ବାଲ୍ ସହର ରେ ବାସ କରୁଥିବା ଆରବୀଯ ଓ ମଯୂନିଯ ଲୋକମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବା ରେ ସାହାୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ପରମେଶ୍ଵର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଓ ଗୁରୁବାଲ୍-ନିବାସୀ ଆରବୀୟମାନଙ୍କ ଓ ମିୟୂନୀୟମାନଙ୍କ ପ୍ରତିକୂଳରେ ତାଙ୍କର ସାହାଯ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଉଷିୟଙ୍କୁ ପଲେଷ୍ଟୀୟ ଲୋକ, ଗୁର୍-ବାଲ୍ ସହରରେ ବାସ କରୁଥିବା ଆରବୀୟ ଓ ମିୟୂନିୟ ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାରେ ସାହାଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ପରମେଶ୍ୱର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଓ ଗୁରୁବାଲ୍-ନିବାସୀ ଆରବୀୟମାନଙ୍କ ଓ ମିୟୂନୀୟମାନଙ୍କ ପ୍ରତିକୂଳରେ ତାଙ୍କର ସାହାଯ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ପରମେଶ୍ୱର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଓ ଗୁରୁବାଲ୍-ନିବାସୀ ଆରବୀୟମାନଙ୍କ ଓ ମିୟୂନୀୟମାନଙ୍କ ପ୍ରତିକୂଳରେ ତାଙ୍କର ସାହାଯ୍ୟ କଲେ।