2 Chronicles 26:8 — Compare Translations
5 translations compared side by side
Odia - 1840
"ଅେମ୍ମାନୀୟମାନେ ଉଷିୟଙ୍କୁ ରାଜକର ଦେଲେ। ମିଶରର ସୀମା ପର୍ୟ୍ଯନ୍ତ ସମସ୍ତ ସ୍ଥାନ ରେ ଉଷିୟଙ୍କ ନାମ ବିଖ୍ଯାତ ହାଇେ ଉଠିଲା, ସେ ବିଖ୍ଯାତ ହେଲେ, କାରଣ ସେ ଅତ୍ଯନ୍ତ ପରାକ୍ରମୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଅମ୍ମୋନୀୟମାନେ ଉଷୀୟଙ୍କୁ ଦର୍ଶନୀ ଦେଲେ ଓ ତାଙ୍କର ନାମ ମିସରର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେଲା; କାରଣ ସେ ବେଳକୁ ବେଳ ବଳିଷ୍ଠ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅମ୍ମୋନୀୟମାନେ ଉଷିୟଙ୍କୁ ରାଜକର ଦେଲେ। ମିଶରର ସୀମା ପର୍ଯ୍ୟନ୍ତ ସମସ୍ତ ସ୍ଥାନରେ ଉଷିୟଙ୍କ ନାମ ବିଖ୍ୟାତ ହୋଇ ଉଠିଲା, ସେ ବିଖ୍ୟାତ ହେଲେ, କାରଣ ସେ ଅତ୍ୟନ୍ତ ପରାକ୍ରମୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅମ୍ମୋନୀୟମାନେ ଉଷୀୟଙ୍କୁ ଦର୍ଶନୀ ଦେଲେ ଓ ତାଙ୍କର ନାମ ମିସରର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେଲା; କାରଣ ସେ ବେଳକୁ ବେଳ ବଳିଷ୍ଠ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅମ୍ମୋନୀୟମାନେ ଉଷୀୟଙ୍କୁ ଦର୍ଶନୀ ଦେଲେ ଓ ତାଙ୍କର ନାମ ମିସରର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେଲା; କାରଣ ସେ ବେଳକୁ ବେଳ ବଳିଷ୍ଠ ହେଲେ।