2 Chronicles 26:9 — Compare Translations

5 translations compared side by side

Odia - 1840
"ଉଷିୟ ୟିରୁଶାଲମର କଣସ୍ଥିତ ଦ୍ବାର, ଉପତ୍ୟକା ଦ୍ବାର ଓ ପ୍ରାଚୀର ବୁଲିୟାଇଥିବା ସ୍ଥାନ ରେ ଉଚ୍ଚ ଦୁର୍ଗମାନ ନିର୍ମାଣ କଲେ। ଉଷିୟ ସହେି ଦୁର୍ଗଗୁଡ଼ିକୁ ଦୃଢ଼ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଉଷୀୟ ଯିରୂଶାଲମର କୋଣ-ଦ୍ଵାରରେ ଓ ଉପତ୍ୟକା-ଦ୍ଵାରରେ ଓ ପ୍ରାଚୀର-କୋଣରେ ଦୁର୍ଗ ନିର୍ମାଣ କରି ତାହାସବୁ ଦୃଢ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଉଷିୟ ଯିରୁଶାଲମର କୋଣସ୍ଥିତ ଦ୍ୱାର, ଉପତ୍ୟକା ଦ୍ୱାର ଓ ପ୍ରାଚୀର ବୁଲିଯାଇଥିବା ସ୍ଥାନରେ ଉଚ୍ଚ ଦୁର୍ଗମାନ ନିର୍ମାଣ କଲେ। ଉଷିୟ ସେହି ଦୁର୍ଗଗୁଡ଼ିକୁ ଦୃଢ଼ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଉଷୀୟ ଯିରୂଶାଲମର କୋଣ-ଦ୍ୱାରରେ ଓ ଉପତ୍ୟକା-ଦ୍ୱାରରେ ଓ ପ୍ରାଚୀର-କୋଣରେ ଦୁର୍ଗ ନିର୍ମାଣ କରି ତାହାସବୁ ଦୃଢ କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଉଷୀୟ ଯିରୂଶାଲମର କୋଣ-ଦ୍ୱାରରେ ଓ ଉପତ୍ୟକା-ଦ୍ୱାରରେ ଓ ପ୍ରାଚୀର-କୋଣରେ ଦୁର୍ଗ ନିର୍ମାଣ କରି ତାହାସବୁ ଦୃଢ କଲେ।