2 Chronicles 27:2 — Compare Translations
5 translations compared side by side
Odia - 1840
"ୟୋଥାମ୍ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କର୍ମ କଲେ। ତାଙ୍କର ପିତା ଉଷିୟ ଯେଉଁପରି କରିଥିଲେ, ସେ ସହେିପରି ପରମେଶ୍ବରଙ୍କର ବାଧ୍ଯ ହେଲେ। କିନ୍ତୁ ଯୋଥମ୍ ତାଙ୍କର ପିତାଙ୍କ ପରି ସୁଗନ୍ଧିଧୂପ ଜ୍ବଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିର ରେ ପ୍ରବେଶ କରି ନ ଥିଲେ। କିନ୍ତୁ ଲୋକମାନେ ମନ୍ଦକର୍ମ କରିବା ଜାରି ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ତଥାପି ସେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କଲେ ନାହିଁ । ଆଉ, ଲୋକମାନେ ସେସମୟରେ ହେଁ ଦୁରାଚରଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଥାମ୍ ସଦାପ୍ରଭୁଙ୍କ ଇଚ୍ଛାନୁଯାୟୀ କର୍ମ କଲେ। ତାଙ୍କର ପିତା ଉଷିୟ ଯେଉଁପରି କରିଥିଲେ, ସେ ସେହିପରି ପରମେଶ୍ୱରଙ୍କର ବାଧ୍ୟ ହେଲେ। କିନ୍ତୁ ଯୋଥମ୍ ତାଙ୍କର ପିତାଙ୍କ ପରି ସୁଗନ୍ଧିଧୂପ ଜ୍ୱଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କରି ନ ଥିଲେ। କିନ୍ତୁ ଲୋକମାନେ ମନ୍ଦକର୍ମ କରିବା ଜାରି ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ତଥାପି ସେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କଲେ ନାହିଁ। ଆଉ, ଲୋକମାନେ ସେସମୟରେ ହେଁ ଦୁରାଚରଣ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ତଥାପି ସେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କଲେ ନାହିଁ। ଆଉ, ଲୋକମାନେ ସେସମୟରେ ହେଁ ଦୁରାଚରଣ କଲେ।