2 Chronicles 27:3 — Compare Translations
5 translations compared side by side
Odia - 1840
"ୟୋଥାମ୍ ପୁନର୍ବାର ସଦାପ୍ରଭୁଙ୍କ ମନ୍ଦିରର ଉର୍ଦ୍ଧ୍ବସ୍ଥ ଦ୍ବାର ନିର୍ମାଣ କଲେ। ସେ ଓଫଲର୍ ନାମକ ସ୍ଥାନର ପ୍ରାଚୀରକୁ ଅଧିକ ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସଦାପ୍ରଭୁଙ୍କ ଗୃହର ଉପର-ଦ୍ଵାର ଦୃଢ଼ କଲେ, ପୁଣି ଓଫଲର ପ୍ରାଚୀର ଉପରେ ଅନେକ ସ୍ଥାନ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଥାମ୍ ପୁନର୍ବାର ସଦାପ୍ରଭୁଙ୍କ ମନ୍ଦିରର ଊର୍ଦ୍ଧ୍ୱସ୍ଥ ଦ୍ୱାର ନିର୍ମାଣ କଲେ। ସେ ଓଫଲର୍ ନାମକ ସ୍ଥାନର ପ୍ରାଚୀରକୁ ଅଧିକ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ, ପୁଣି ଓଫଲର ପ୍ରାଚୀର ଉପରେ ଅନେକ ସ୍ଥାନ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ, ପୁଣି ଓଫଲର ପ୍ରାଚୀର ଉପରେ ଅନେକ ସ୍ଥାନ ନିର୍ମାଣ କଲେ।