2 Chronicles 27:4 — Compare Translations
5 translations compared side by side
Odia - 1840
"ଯୋଥମ୍ ଯିହୁଦାର ପାର୍ବତ୍ଯାଞ୍ଚଳମାନଙ୍କ ରେ ମଧ୍ଯ ସହରସବୁ ନିର୍ମାଣ କଲେ। ଯୋଥମ୍ ଅରଣ୍ଯ ମଧିଅରେ ଦୃଢ଼ ଦୁର୍ଗ ଓ ଗଡ଼ମାନ ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ଯିହୁଦାର ପର୍ବତମୟ ଦେଶରେ ନାନା ନଗର ଓ ବନରେ ଗଡ଼ ଓ ଦୁର୍ଗସବୁ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଥମ୍ ଯିହୁଦାର ପାର୍ବତ୍ୟାଞ୍ଚଳମାନଙ୍କରେ ମଧ୍ୟ ସହରସବୁ ନିର୍ମାଣ କଲେ। ଯୋଥମ୍ ଅରଣ୍ୟ ମଧ୍ୟରେ ଦୃଢ଼ ଦୁର୍ଗ ଓ ଗଡ଼ମାନ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ଯିହୁଦାର ପର୍ବତମୟ ଦେଶରେ ନାନା ନଗର ଓ ବନରେ ଗଡ଼ ଓ ଦୁର୍ଗସବୁ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ଯିହୁଦାର ପର୍ବତମୟ ଦେଶରେ ନାନା ନଗର ଓ ବନରେ ଗଡ଼ ଓ ଦୁର୍ଗସବୁ ନିର୍ମାଣ କଲେ।