2 Chronicles 27:5 — Compare Translations

5 translations compared side by side

Odia - 1840
"ଯୋଥମ୍ ଅେମ୍ମାନୀୟ ଲୋକମାନଙ୍କର ରାଜା ଓ ତାଙ୍କର ସୈନ୍ଯଦଳ ବିରୁଦ୍ଧ ରେ ମଧ୍ଯ ୟୁଦ୍ଧ କଲେ ଓ ସମାନଙ୍କେୁ ପରାସ୍ତ କଲେ। ତେଣୁ ତିନିବର୍ଷ ପର୍ୟ୍ଯନ୍ତ ପ୍ରେତ୍ୟକକ ବର୍ଷ ଅମ୍ମାନେୀୟମାନେ ୟୋଥାମ୍ଙ୍କୁ 100 ତାଳନ୍ତ ରୂପା ଦଶ ସହସ୍ର ଗହମ ଓ ଦଶ ସହସ୍ର ବୁଶଇେ ପରିମାଣର ବାର୍ଲି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ସେ ଅମ୍ମୋନ-ସନ୍ତାନଗଣର ରାଜା ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କଲେ; ତହିଁରେ ଅମ୍ମୋନ-ସନ୍ତାନଗଣ ସେହି ବର୍ଷ ତାଙ୍କୁ ଏକ ଶହ ତାଳ; ରୂପା ଓ ଦଶ ସହସ୍ର ମହଣ ଗହମ ଓ ଦଶ ସହସ୍ର ମହଣ ଯବ ଦେଲେ । ଅମ୍ମୋନ-ସନ୍ତାନଗଣ ଦ୍ଵିତୀୟ ଓ ତୃତୀୟ ବର୍ଷ ମଧ୍ୟ ସେତିକି ତାଙ୍କୁ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଥମ୍ ଅମ୍ମୋନୀୟ ଲୋକମାନଙ୍କର ରାଜା ଓ ତାଙ୍କର ସୈନ୍ୟଦଳ ବିରୁଦ୍ଧରେ ମଧ୍ୟ ଯୁଦ୍ଧ କଲେ ଓ ସେମାନଙ୍କୁ ପରାସ୍ତ କଲେ। ତେଣୁ ତିନି ବର୍ଷ ପର୍ଯ୍ୟନ୍ତ ପ୍ରତ୍ୟେକ ବର୍ଷ ଅମ୍ମୋନୀୟମାନେ ଯୋଥା‌ମ୍‌ଙ୍କୁ 100 ତାଳନ୍ତ ରୂପା ଦଶ ସହସ୍ର ଗହମ ଓ ଦଶ ସହସ୍ର ବୁଶେଲ ପରିମାଣର ବାର୍ଲି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସେ ଅମ୍ମୋନ-ସନ୍ତାନଗଣର ରାଜା ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କଲେ; ତହିଁରେ ଅମ୍ମୋନ-ସନ୍ତାନଗଣ ସେହି ବର୍ଷ ତାଙ୍କୁ ଏକ ଶହ ତାଳନ୍ତ ରୂପା ଓ ଦଶ ସହସ୍ର ମହଣ ଗହମ ଓ ଦଶ ସହସ୍ର ମହଣ ଯବ ଦେଲେ। ଅମ୍ମୋନ-ସନ୍ତାନଗଣ ଦ୍ୱିତୀୟ ଓ ତୃତୀୟ ବର୍ଷ ମଧ୍ୟ ସେତିକି ତାଙ୍କୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ସେ ଅମ୍ମୋନ-ସନ୍ତାନଗଣର ରାଜା ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କଲେ; ତହିଁରେ ଅମ୍ମୋନ ସନ୍ତାନଗଣ ସେହି ବର୍ଷ ତାଙ୍କୁ ଏକ ଶହ ତାଳନ୍ତ ରୂପା ଓ ଦଶ ସହସ୍ର ମହଣ ଗହମ ଓ ଦଶ ସହସ୍ର ମହଣ ଯବ ଦେଲେ। ଅମ୍ମୋନ ସନ୍ତାନଗଣ ଦ୍ୱିତୀୟ ଓ ତୃତୀୟ ବର୍ଷ ମଧ୍ୟ ସେତିକି ତାଙ୍କୁ ଦେଲେ।