2 Chronicles 27:6 — Compare Translations

5 translations compared side by side

Odia - 1840
"ଯୋଥମ୍ ବିଶ୍ବସ୍ତ ଭାବରେ ସଦାପ୍ରଭୁ ତାଙ୍କର ପରମେଶ୍ବରଙ୍କର ବାଧ୍ଯ ହବୋରୁ ପରାକ୍ରମୀ ହାଇେ ଉଠିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଯୋଥମ୍ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ସମ୍ମୁଖରେ ଆପଣା ପଥ ସଜାଡ଼ିବାରୁ ପରାକ୍ରା; ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଥମ୍ ବିଶ୍ୱସ୍ତ ଭାବରେ ସଦାପ୍ରଭୁ ତାଙ୍କର ପରମେଶ୍ୱରଙ୍କର ବାଧ୍ୟ ହେବାରୁ ପରାକ୍ରମୀ ହୋଇ ଉଠିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଯୋଥମ୍‍ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ସମ୍ମୁଖରେ ଆପଣା ପଥ ସଜାଡ଼ିବାରୁ ପରାକ୍ରାନ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଯୋଥମ୍‍ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ସମ୍ମୁଖରେ ଆପଣା ପଥ ସଜାଡ଼ିବାରୁ ପରାକ୍ରାନ୍ତ ହେଲେ।