2 Chronicles 27:7 — Compare Translations

5 translations compared side by side

Odia - 1840
"ଯୋଥମ୍ ଅନ୍ୟ ଯେ ସମସ୍ତ କାର୍ୟ୍ଯ କରିଥିଲେ ଓ ସେ କରିଥିବା ୟୁଦ୍ଧର ବିବରଣୀ ଇଶ୍ରାୟେଲ ଓ ଯିହୁଦାର ରାଜାମାନଙ୍କର ପୁସ୍ତକରେ ଲଖାେ ୟାଇଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଯୋଥମ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସକଳ ଯୁଦ୍ଧ ଓ ତାଙ୍କର ଆଚରଣ ବିଷୟ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ପୁସ୍ତକରେ ଲେଖାଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଥମ୍ ଅନ୍ୟ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ସେ କରିଥିବା ଯୁଦ୍ଧର ବିବରଣୀ ଇସ୍ରାଏଲ ଓ ଯିହୁଦାର ରାଜାମାନଙ୍କର ପୁସ୍ତକରେ ଲେଖା ଯାଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଯୋଥମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସକଳ ଯୁଦ୍ଧ ଓ ତାଙ୍କର ଆଚରଣ ବିଷୟ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ପୁସ୍ତକରେ ଲେଖାଅଛି।
Odia IRV 2017 (ଓଡିଆ ବାଇବେଲ)
ଏହି ଯୋଥମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସକଳ ଯୁଦ୍ଧ ଓ ତାଙ୍କର ଆଚରଣ ବିଷୟ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ପୁସ୍ତକରେ ଲେଖାଅଛି।