2 Chronicles 27:8 — Compare Translations
5 translations compared side by side
Odia - 1840
"ଯୋଥମ୍ ରାଜା ହବୋ ସମୟରେ ପଚିଶ ବର୍ଷ ବଯସ୍କ ହାଇେଥିଲେ। ସେ ୟିରୁଶାଲମ ରେ ଷୋହଳ ବର୍ଷ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଥମ୍ ରାଜା ହେବା ସମୟରେ ପଚିଶ୍ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଷୋହଳ ବର୍ଷ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ।