2 Chronicles 27:9 — Compare Translations
5 translations compared side by side
Odia - 1840
"ଏହାପରେ ୟୋଥମ୍ ମୃତ୍ଯୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ଲୋକମାନେ ତାଙ୍କୁ ଦାଉଦଙ୍କ ନଗର ରେ କବର ଦେଲେ। ଆହସ୍ ଯୋଥମ୍ଙ୍କ ସ୍ଥାନ ରେ ରାଜା ହେଲେ। ଆହସ୍ ଯୋଥମ୍ଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯୋଥମ୍ ଆପଣା ପିତୃଗଣ ସହିତ ଶୟନ କରନ୍ତେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯୋଥମ୍ ମୃତ୍ୟୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ଲୋକମାନେ ତାଙ୍କୁ ଦାଉଦଙ୍କ ନଗରରେ କବର ଦେଲେ। ଆହସ୍ ଯୋଥମ୍ଙ୍କ ସ୍ଥାନରେ ରାଜା ହେଲେ। ଆହସ୍ ଯୋଥମ୍ଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୋଥମ୍ଙ୍କ ମୃତ୍ୟୁ ପରେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୋଥମ୍ଙ୍କ ମୃତ୍ୟୁ ପରେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ।