2 Chronicles 28:1 — Compare Translations
5 translations compared side by side
Odia - 1840
"ଆହସ୍ ରାଜା ହବୋ ସମୟରେ କୋଡ଼ିଏ ବର୍ଷ ବଯସ୍କ ହାଇେଥିଲେ। ସେ ୟିରୁଶାଲମ ରେ ଷୋହଳ ବର୍ଷ ରାଜତ୍ବ କଲେ। ଆହସ୍ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ପରି ଯଥାର୍ଥ ଜୀବନୟାପନକ କରୁ ନ ଥିଲେ। ଆହସ୍ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କାର୍ୟ୍ଯ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ । ପୁଣି, ସେ ଆପଣା ପୁର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ରାଜା ଆହସ୍ ଆହସ୍ ରାଜା ହେବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଷୋହଳ ବର୍ଷ ରାଜତ୍ୱ କଲେ। ଆହସ୍ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ପରି ଯଥାର୍ଥ ଜୀବନଯାପନକ କରୁ ନ ଥିଲେ। ଆହସ୍ ସଦାପ୍ରଭୁଙ୍କ ଇଚ୍ଛାନୁଯାୟୀ କାର୍ଯ୍ୟ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ପୁଣି, ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ପୁଣି, ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ।