2 Chronicles 28:10 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ ତୁମ୍ଭର କ୍ରୀତଦାସରୂପେ ରଖିବା ନିମନ୍ତେ ଯୋଜନା କରିଅଛ। ଏହା କରି ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ବିରୁଦ୍ଧ ରେ ମଧ୍ଯ ପାପ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଏବେ ତୁମ୍ଭେମାନେ ଯିହୁଦାର ଓ ଯିରୂଶାଲମର ସନ୍ତାନ-ସନ୍ତତିଗଣକୁ ଆପଣାମାନଙ୍କର ବନ୍ଧାଦାସ ଓ ବନ୍ଧାଦାସୀ କରି ରଖିବାକୁ ମାନସ କରୁଅଛ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ କʼଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରତିକୂଳ ସ୍ଵକୃତ ଅପରାଧ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ତୁମ୍ଭର କ୍ରୀତଦାସରୂପେ ରଖିବା ନିମନ୍ତେ ଯୋଜନା କରିଅଛ। ଏହା କରି ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ବିରୁଦ୍ଧରେ ମଧ୍ୟ ପାପ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଏବେ ତୁମ୍ଭେମାନେ ଯିହୁଦାର ଓ ଯିରୂଶାଲମର ସନ୍ତାନସନ୍ତତିଗଣକୁ ଆପଣାମାନଙ୍କର ବନ୍ଧାଦାସ ଓ ବନ୍ଧାଦାସୀ କରି ରଖିବାକୁ ମନସ୍ଥ କରୁଅଛ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ କʼଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସ୍ୱକୃତ ଅପରାଧ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଆଉ, ଏବେ ତୁମ୍ଭେମାନେ ଯିହୁଦାର ଓ ଯିରୂଶାଲମର ସନ୍ତାନସନ୍ତତିଗଣକୁ ଆପଣାମାନଙ୍କର ବନ୍ଧାଦାସ ଓ ବନ୍ଧାଦାସୀ କରି ରଖିବାକୁ ମନସ୍ଥ କରୁଅଛ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ କ’ଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସ୍ୱକୃତ ଅପରାଧ ନାହିଁ?