2 Chronicles 28:11 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ମାରେ କଥା ଶୁଣ, ତୁମ୍ଭମାନେେ ତୁମ୍ଭମାନଙ୍କର ଯେଉଁ ଭ୍ରାତା ଓ ଭଗ୍ନୀମାନଙ୍କୁ ବନ୍ଦୀ କରି ଆଣିଅଛ, ସମାନଙ୍କେୁ ପଠାଇ ଦିଅ। ଏହିପରି କର, କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ବିରୁଦ୍ଧ ରେ ଭୟଙ୍କର କୋର୍ଧ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଏବେ ଆମ୍ଭ କଥା ଶୁଣ, ଆଉ ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତୃଗଣ ମଧ୍ୟରୁ ଯେଉଁମାନଙ୍କୁ ବନ୍ଦୀ କରି ଆଣିଅଛ, ସେମାନଙ୍କୁ ଫେରି ପଠାଇଦିଅ; କାରଣ ତୁମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ପ୍ରଚଣ୍ତ କ୍ରୋଧ ରହିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ମୋର କଥା ଶୁଣ, ତୁମ୍ଭେମାନେ ତୁମ୍ଭମାନଙ୍କର ଯେଉଁ ଭ୍ରାତା ଓ ଭଗ୍ନୀମାନଙ୍କୁ ବନ୍ଦୀ କରି ଆଣିଅଛ, ସେମାନଙ୍କୁ ପଠାଇ ଦିଅ। ଏହିପରି କର, କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ବିରୁଦ୍ଧରେ ଭୟଙ୍କର କ୍ରୋଧ କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଏବେ ଆମ୍ଭ କଥା ଶୁଣ, ଆଉ ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତୃଗଣ ମଧ୍ୟରୁ ଯେଉଁମାନଙ୍କୁ ବନ୍ଦୀ କରି ଆଣିଅଛ, ସେମାନଙ୍କୁ ଫେରି ପଠାଇଦିଅ; କାରଣ ତୁମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ରହିଅଛି।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଏବେ ଆମ୍ଭ କଥା ଶୁଣ, ଆଉ ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତୃଗଣ ମଧ୍ୟରୁ ଯେଉଁମାନଙ୍କୁ ବନ୍ଦୀ କରି ଆଣିଅଛ, ସେମାନଙ୍କୁ ଫେରି ପଠାଇ ଦିଅ; କାରଣ ତୁମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ରହିଅଛି।