2 Chronicles 28:14 — Compare Translations

5 translations compared side by side

Odia - 1840
"ତେଣୁ ସହେି ସୈନିକମାନେ ବନ୍ଦୀମାନଙ୍କୁ ଓ ବହୁମୂଲ୍ଯ ସାମଗ୍ରୀଗୁଡ଼ିକୁ ସହେି ନେତାମାନଙ୍କୁ ଓ ଇଶ୍ରାୟେଲର ଲୋକମାନଙ୍କୁ ଫରୋଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅସ୍ତ୍ରଧାରୀ ଲୋକମାନେ ସେହି ବନ୍ଦୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଅଧିପତିମାନଙ୍କର ଓ ସମଗ୍ର ସମାଜର ସମ୍ମୁଖରେ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି ସୈନିକମାନେ ବନ୍ଦୀମାନଙ୍କୁ ଓ ବହୁମୂଲ୍ୟ ସାମଗ୍ରୀଗୁଡ଼ିକୁ ସେହି ନେତାମାନଙ୍କୁ ଓ ଇସ୍ରାଏଲର ଲୋକମାନଙ୍କୁ ଫେରାଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅସ୍ତ୍ରଧାରୀ ଲୋକମାନେ ସେହି ବନ୍ଦୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଅଧିପତିମାନଙ୍କର ଓ ସମଗ୍ର ସମାଜର ସମ୍ମୁଖରେ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅସ୍ତ୍ରଧାରୀ ଲୋକମାନେ ସେହି ବନ୍ଦୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଅଧିପତିମାନଙ୍କର ଓ ସମଗ୍ର ସମାଜର ସମ୍ମୁଖରେ ରଖିଲେ।