2 Chronicles 28:16 — Compare Translations
5 translations compared side by side
Odia - 1840
"ସହେି ସମୟରେ, ଇଦୋମର ଲୋକମାନେ ଆଉଥରେ ଆସିଲେ ଓ ଯିହୁଦାର ଲୋକମାନଙ୍କୁ ପରାସ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଆହସ୍ ରାଜା ଆପଣାର ସାହାଯ୍ୟ ପାଇଁ ଅଶୂରୀୟ ରାଜାମାନଙ୍କ ନିକଟକୁ ଲୋକ ପଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ, ଇଦୋମର ଲୋକମାନେ ଆଉଥରେ ଆସିଲେ ଓ ଯିହୁଦାର ଲୋକମାନଙ୍କୁ ପରାସ୍ତ କଲେ। ଇଦୋମୀୟମାନେ ଲୋକମାନଙ୍କୁ ଧରିଲେ ଓ ସେମାନଙ୍କୁ ବନ୍ଦୀ କରି ନେଇଗଲେ। ତେଣୁ ରାଜା ଆହସ୍, ଅଶୂରୀୟ ରାଜାଙ୍କୁ ସାହାଯ୍ୟ ମାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଆହସ୍ ରାଜା ଆପଣାର ସାହାଯ୍ୟ ପାଇଁ ଅଶୂରୀୟ ରାଜାମାନଙ୍କ ନିକଟକୁ ଲୋକ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଆହସ୍ ରାଜା ଆପଣାର ସାହାଯ୍ୟ ପାଇଁ ଅଶୂରୀୟ ରାଜାମାନଙ୍କ ନିକଟକୁ ଲୋକ ପଠାଇଲେ।
Recommended Reading