2 Chronicles 28:17 — Compare Translations
4 translations compared side by side
Odia - 1840
"ଇଦୋମୀଯମାନେ ଲୋକମାନଙ୍କୁ ଧରିଲେ ଓ ସମାନଙ୍କେୁ ବନ୍ଦୀ କରି ନଇଗେଲେ। ତେଣୁ ରାଜା ଆହସ୍, ଅଶୂରୀଯ ରାଜାଙ୍କୁ ସାହାୟ୍ଯ ମାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଇଦୋମୀୟ ଲୋକମାନେ ପୁନର୍ବାର ଯିହୁଦା ଦେଶକୁ ଆସି ପରାସ୍ତ କରି ଅନେକଙ୍କୁ ବନ୍ଦୀ କରି ନେଇ ଯାଇଥିଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଇଦୋମୀୟ ଲୋକମାନେ ପୁନର୍ବାର ଯିହୁଦା ଦେଶକୁ ଆସି ପରାସ୍ତ କରି ଅନେକଙ୍କୁ ବନ୍ଦୀ କରି ନେଇ ଯାଇଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଇଦୋମୀୟ ଲୋକମାନେ ପୁନର୍ବାର ଯିହୁଦା ଦେଶକୁ ଆସି ପରାସ୍ତ କରି ଅନେକଙ୍କୁ ବନ୍ଦୀ କରି ନେଇ ଯାଇଥିଲେ।