2 Chronicles 28:18 — Compare Translations
5 translations compared side by side
Odia - 1840
"ପଲେଷ୍ଟୀୟ ଲୋକମାନେ ଯିହୁଦାର ମାଳଭୂମିରେ ଓ ଦକ୍ଷିଣ ରେ ଥିବା ସହରଗୁଡ଼ିକ ଉପରେ ମଧ୍ଯ ଆକ୍ରମଣ କଲେ। ପଲେଷ୍ଟୀୟ ଲୋକମାନେ ବୈଥ୍-ଶମେଶ୍, ଅଯାଲୋନ୍, ଗଦରେୋତ୍, ସୋଖୋ, ତିମ୍ନାହ ଓ ଗିମ୍ସୋ ସହରଗୁଡ଼ିକୁ ଅଧିକାର କରି ନେଲେ। ସମାନେେ ସୋସ, ତିମନା ଓ ଗିମତ ଚତୁଃପାଶର୍ବ ରେ ଥିବା ଗ୍ରାମଗୁଡ଼ିକୁ ମଧ୍ଯ ଅଧିକାର କଲେ। ଏହାପରେ ପଲେଷ୍ଟୀୟମାନେ ସହେି ସହରଗୁଡ଼ିକରେ ବାସ କରିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପଲେଷ୍ଟୀୟମାନେ ମଧ୍ୟ ତଳଭୂମିର ଓ ଯିହୁଦା-ଦକ୍ଷିଣାଞ୍ଚଳର ନଗରମାନ ଆକ୍ରମଣ କରି ବୈଥ୍ଶେମଶ୍ ଓ ଅୟାଲୋନ୍ ଓ ଗଦେରୋତ୍, ପୁଣି ସୋଖୋ ଓ ତହିଁର ଉପନଗର, ତିମ୍ନା ଓ ତହିଁର ଉପନଗର, ଗିମ୍ସୋ ଓ ତହିଁର ଉପନଗରସକଳ ହସ୍ତଗତ କରି ସେଠାରେ ବାସ କରୁଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟ ଲୋକମାନେ ଯିହୁଦାର ମାଳଭୂମିରେ ଓ ଦକ୍ଷିଣରେ ଥିବା ସହରଗୁଡ଼ିକ ଉପରେ ମଧ୍ୟ ଆକ୍ରମଣ କଲେ। ପଲେଷ୍ଟୀୟ ଲୋକମାନେ ବୈଥ୍-ଶେମଶ୍, ଅୟାଲୋନ୍, ଗଦେରୋତ୍, ସୋଖୋ, ତିମ୍ନା ଓ ଗିମ୍ସୋ ସହରଗୁଡ଼ିକୁ ଅଧିକାର କରି ନେଲେ। ସେମାନେ ସୋସ, ତିମ୍ନା ଓ ଗିମତ ଚତୁର୍ପାର୍ଶ୍ୱରେ ଥିବା ଗ୍ରାମଗୁଡ଼ିକୁ ମଧ୍ୟ ଅଧିକାର କଲେ। ଏହା ପରେ ପଲେଷ୍ଟୀୟମାନେ ସେହି ସହରଗୁଡ଼ିକରେ ବାସ କରିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପଲେଷ୍ଟୀୟମାନେ ମଧ୍ୟ ତଳଭୂମିର ଓ ଯିହୁଦା-ଦକ୍ଷିଣାଞ୍ଚଳର ନଗରମାନ ଆକ୍ରମଣ କରି ବେଥ୍-ଶେମଶ ଓ ଅୟାଲୋନ୍ ଓ ଗଦେରୋତ୍, ପୁଣି ସୋଖୋ ଓ ତହିଁର ଉପନଗର, ତିମ୍ନା ଓ ତହିଁର ଉପନଗର, ଗିମ୍ସୋ ଓ ତହିଁର ଉପନଗରସକଳ ହସ୍ତଗତ କରି ସେଠାରେ ବାସ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ପଲେଷ୍ଟୀୟମାନେ ମଧ୍ୟ ତଳଭୂମିର ଓ ଯିହୁଦା-ଦକ୍ଷିଣାଞ୍ଚଳର ନଗରମାନ ଆକ୍ରମଣ କରି ବେଥ୍-ଶେମଶ ଓ ଅୟାଲୋନ୍ ଓ ଗଦେରୋତ୍, ପୁଣି ସୋଖୋ ଓ ତହିଁର ଉପନଗର, ତିମ୍ନା ଓ ତହିଁର ଉପନଗର, ଗିମ୍ସୋ ଓ ତହିଁର ଉପନଗରସକଳ ହସ୍ତଗତ କରି ସେଠାରେ ବାସ କରୁଥିଲେ।