2 Chronicles 28:19 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଯିହୁଦାକୁ କଷ୍ଟ କଲେ, କାରଣ ଯିହୁଦାର ରାଜା ଆହସ୍ ଯିହୁଦାର ଲୋକମାନଙ୍କୁ ପାପ କରିବାକୁ ଉତ୍ସାହିତ କରିଥିଲେ। ସେ ସଦାପ୍ରଭୁଙ୍କ ପ୍ରତି ଅତି ଅବିଶ୍ବସ୍ତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଇସ୍ରାଏଲର ରାଜା ଆହସ୍ଙ୍କ ସକାଶୁ ସଦାପ୍ରଭୁ ଯିହୁଦାକୁ ଖର୍ବ କଲେ; ଯେଣୁ ସେ ଯିହୁଦା ମଧ୍ୟରେ ସ୍ଵେଚ୍ଛାଚାର କରି ସଦାପ୍ରଭୁଙ୍କ ବିରୁଦ୍ଧରେ ନିତା; ସତ୍ୟଲଙ୍ଘନ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯିହୁଦାକୁ କଷ୍ଟ କଲେ, କାରଣ ଯିହୁଦାର ରାଜା ଆହସ୍ ଯିହୁଦାର ଲୋକମାନଙ୍କୁ ପାପ କରିବାକୁ ଉତ୍ସାହିତ କରିଥିଲେ। ସେ ସଦାପ୍ରଭୁଙ୍କ ପ୍ରତି ଅତି ଅବିଶ୍ୱସ୍ତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଇସ୍ରାଏଲର ରାଜା ଆହସ୍ଙ୍କ ସକାଶୁ ସଦାପ୍ରଭୁ ଯିହୁଦାକୁ ଖର୍ବ କଲେ; ଯେଣୁ ସେ ଯିହୁଦା ମଧ୍ୟରେ ସ୍ୱେଚ୍ଛାଚାର କରି ସଦାପ୍ରଭୁଙ୍କ ବିରୁଦ୍ଧରେ ନିତାନ୍ତ ସତ୍ୟ-ଲଙ୍ଘନ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଇସ୍ରାଏଲର ରାଜା ଆହସ୍ଙ୍କ ସକାଶୁ ସଦାପ୍ରଭୁ ଯିହୁଦାକୁ ଖର୍ବ କଲେ; ଯେଣୁ ସେ ଯିହୁଦା ମଧ୍ୟରେ ସ୍ୱେଚ୍ଛାଚାର କରି ସଦାପ୍ରଭୁଙ୍କ ବିରୁଦ୍ଧରେ ନିତାନ୍ତ ସତ୍ୟ-ଲଙ୍ଘନ କରିଥିଲେ।