2 Chronicles 28:2 — Compare Translations

5 translations compared side by side

Odia - 1840
"ଆହସ୍ ଇଶ୍ରାୟେଲର ରାଜାମାନଙ୍କର ମନ୍ଦ ଉଦାହରଣକୁ ଅନୁସରଣ କଲେ। ସେ ବାଲ୍ ଦବେତାର ପୂଜା କରିବା ନିମନ୍ତେ ମୂର୍ତ୍ତିମାନ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ମଧ୍ୟ ବାଲ୍ ଦେବଗଣ ଉଦ୍ଦେଶ୍ୟରେ ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହସ୍ ଇସ୍ରାଏଲର ରାଜାମାନଙ୍କର ମନ୍ଦ ଉଦାହରଣକୁ ଅନୁସରଣ କଲେ। ସେ ‌ବା‌ଲ୍‌ଦେବତାର ପୂଜା କରିବା ନିମନ୍ତେ ମୂର୍ତ୍ତିମାନ ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ମଧ୍ୟ ବାଲ୍‍ଦେବଗଣ ଉଦ୍ଦେଶ୍ୟରେ ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ମଧ୍ୟ ବାଲ୍‍ ଦେବଗଣ ଉଦ୍ଦେଶ୍ୟରେ ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କଲେ।