2 Chronicles 28:20 — Compare Translations

5 translations compared side by side

Odia - 1840
"ଅଶୂରୀଯ ରାଜା ତିଲ୍ଗତ-ପିଲ୍ନଷେର ଆସିଲେ ଓ ଆହସ୍ ରାଜାଙ୍କୁ ସାହାୟ୍ଯ କରିବା ପରିବର୍ତେ କଷ୍ଟ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ଅଶୂରର ରାଜା ତିଗ୍ଲତ-ପିଲ୍ନେଷର ତାଙ୍କ ନିକଟକୁ ଆସିଲା, ମାତ୍ର ତାଙ୍କୁ ବଳ ନ ଦେଇ କ୍ଳେଶ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅଶୂରୀୟ ରାଜା ତି‌ଲ୍‌ଗତ-ପି‌ଲ୍‌ନେଷର ଆସିଲେ ଓ ଆହସ୍ ରାଜାଙ୍କୁ ସାହାଯ୍ୟ କରିବା ପରିବର୍ତ୍ତେ କଷ୍ଟ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅଶୂରର ରାଜା ତିଗ୍ଲତ୍‍-ପିଲ୍‍ନେଷର ତାଙ୍କ ନିକଟକୁ ଆସିଲା, ମାତ୍ର ତାଙ୍କୁ ବଳ ନ ଦେଇ କ୍ଳେଶ ଦେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅଶୂରର ରାଜା ତିଗ୍ଲତ୍‍-ପିଲ୍‍ନେଷର ତାଙ୍କ ନିକଟକୁ ଆସିଲା, ମାତ୍ର ତାଙ୍କୁ ବଳ ନ ଦେଇ କ୍ଳେଶ ଦେଲା।