2 Chronicles 28:21 — Compare Translations

5 translations compared side by side

Odia - 1840
"ଆହସ୍ ସଦାପ୍ରଭୁଙ୍କ ମନ୍ଦିରରୁ, ରାଜାଙ୍କ ଗୃହରୁ ଓ ମାନ୍ଯଗଣଙ୍କଠାରୁ କିଛି ମୂଲ୍ଯବାନ୍ ସାମଗ୍ରୀ ନେଲେ। ଆହସ୍ ସହେି ସାମଗ୍ରୀଗୁଡ଼ିକୁ ଅଶୂରୀଯ ରାଜାଙ୍କୁ ଦେଲେ। କିନ୍ତୁ ସେ ଆହସ୍ଙ୍କୁ କିଛି ସାହାୟ୍ଯ କଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆହସ୍ ସଦାପ୍ରଭୁଙ୍କ ଗୃହରୁ ଓ ରାଜାଙ୍କର ଓ ଅଧିପତିମାନଙ୍କ ଗୃହରୁ ଧନ ହରଣ କରି ଅଶୂରର ରାଜାକୁ ଦେଲେ; ମାତ୍ର ତଦ୍ଦ୍ଵାରା ତାଙ୍କର ସାହାଯ୍ୟ ହେଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆହସ୍ ସଦାପ୍ରଭୁଙ୍କ ମନ୍ଦିରରୁ, ରାଜାଙ୍କ ଗୃହରୁ ଓ ମାନ୍ୟଗଣଙ୍କଠାରୁ କିଛି ମୂଲ୍ୟବାନ୍ ସାମଗ୍ରୀ ନେଲେ। ଆହସ୍ ସେହି ସାମଗ୍ରୀଗୁଡ଼ିକୁ ଅଶୂରୀୟ ରାଜାଙ୍କୁ ଦେଲେ। କିନ୍ତୁ ସେ ଆହ‌ସଙ୍କୁ କିଛି ସାହାଯ୍ୟ କଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆହସ୍‌ ସଦାପ୍ରଭୁଙ୍କ ଗୃହରୁ ଓ ରାଜାଙ୍କର ଓ ଅଧିପତିମାନଙ୍କ ଗୃହରୁ ଧନ ହରଣ କରି ଅଶୂରର ରାଜାଙ୍କୁ ଦେଲେ; ମାତ୍ର ତଦ୍ଦ୍ୱାରା ତାଙ୍କର ସାହାଯ୍ୟ ହେଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଆହସ୍‌ ସଦାପ୍ରଭୁଙ୍କ ଗୃହରୁ ଓ ରାଜାଙ୍କର ଓ ଅଧିପତିମାନଙ୍କ ଗୃହରୁ ଧନ ହରଣ କରି ଅଶୂରର ରାଜାଙ୍କୁ ଦେଲେ; ମାତ୍ର ତଦ୍ଦ୍ୱାରା ତାଙ୍କର ସାହାଯ୍ୟ ହେଲା ନାହିଁ।