2 Chronicles 28:22 — Compare Translations
5 translations compared side by side
Odia - 1840
"ରାଜା ଆହସ୍ଙ୍କ ଦୁଃଖ ସମୟରେ, ସେ ଆହୁରି ପାପ କଲେ ଓ ସଦାପ୍ରଭୁଙ୍କ ପ୍ରତି ଅଧିକ ଅବିଶ୍ବସ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେହି ଆହସ୍ ରାଜା ଆପଣାର କ୍ଳେଶ ସମୟରେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆହୁରି ସତ୍ୟଲଙ୍ଘନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଆହସଙ୍କ ଦୁଃଖ ସମୟରେ, ସେ ଆହୁରି ପାପ କଲେ ଓ ସଦାପ୍ରଭୁଙ୍କ ପ୍ରତି ଅଧିକ ଅବିଶ୍ୱସ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଆହସ୍ ରାଜା ଆପଣାର କ୍ଳେଶ ସମୟରେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆହୁରି ସତ୍ୟ-ଲଙ୍ଘନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଆହସ୍ ରାଜା ଆପଣାର କ୍ଳେଶ ସମୟରେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆହୁରି ସତ୍ୟ-ଲଙ୍ଘନ କଲେ।