2 Chronicles 28:23 — Compare Translations

5 translations compared side by side

Odia - 1840
"ଦମ୍ମୋଶକ ଲୋକମାନେ ଯେଉଁ ଦବେତାର ପୂଜା କରୁଥିଲେ, ସେ ସମାନଙ୍କେ ନିକଟରେ ବଳିଦାନ ଉତ୍ସର୍ଗ କଲେ। ଦମ୍ମେଶକୀଯ ଲୋକମାନେ ଆହସ୍ଙ୍କୁ ପରାସ୍ତ କଲେ, ତେଣୁ ସେ ମନେ ମନେ ଭାବିଲେ, ଅରାମର ଲୋକମାନେ ଯେଉଁ ଦବେତାର ପୂଜା କରନ୍ତି, ସେ ସମାନଙ୍କେୁ ସାହାୟ୍ଯ କଲେ। ତେଣୁ ଯଦି ମୁଁ ସହେି ଦବେତାମାନଙ୍କ ନିକଟରେ ବଳିଦାନ ଉତ୍ସର୍ଗ କରିବି, ତବେେ ହୁଏତ ସମାନେେ ମାେତେ ମଧ୍ଯ ସାହାୟ୍ଯ କରିପାରିନ୍ତି। ଆହସ୍ ସହେି ଦବେତାମାନଙ୍କୁ ପୂଜା କଲେ। ଏହି ପ୍ରକା ରେ ସେ ନିଜେ ପାପ କଲେ ଓ ଇଶ୍ରାୟେଲର ଲୋକମାନଙ୍କୁ ପାପ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁ ଦମ୍ମେଶକୀୟ ଦେବଗଣ ତାଙ୍କୁ ପରାସ୍ତ କରିଥିଲେ, ସେମାନଙ୍କ ଉଦ୍ଦେଶ୍ୟରେ ସେ ବଳିଦାନ କଲେ; ଆଉ ସେ କହିଲେ, ଅରାମୀୟ ରାଜାମାନଙ୍କ ଦେବଗଣ ସେମାନଙ୍କର ନିକଟରେ ସାହାଯ୍ୟ କରିଅଛନ୍ତି, ଏହେତୁ ମୁଁ ସେମାନଙ୍କ ବଳିଦାନ କରିବି, ତହିଁରେ ସେମାନେ ମୋହର ସାହାଯ୍ୟ କରିବେ । ମାତ୍ର ସେମାନେ ତାଙ୍କର ଓ ସମଗ୍ର ଇସ୍ରାଏଲର ବିନାଶର କାରଣ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦମ୍ମୋଶକ ଲୋକମାନେ ଯେଉଁ ଦେବତାର ପୂଜା କରୁଥିଲେ, ସେ ସେମାନଙ୍କ ନିକଟରେ ବଳିଦାନ ଉତ୍ସର୍ଗ କଲେ। ଦମ୍ମେଶକୀୟ ଲୋକମାନେ ଆହ‌ସଙ୍କୁ ପରାସ୍ତ କଲେ, ତେଣୁ ସେ ମନେ ମନେ ଭାବିଲେ, “ଅରାମର ଲୋକମାନେ ଯେଉଁ ଦେବତାର ପୂଜା କରନ୍ତି, ସେ ସେମାନଙ୍କୁ ସାହାଯ୍ୟ କଲେ। ତେଣୁ ଯଦି ମୁଁ ସେହି ଦେବତାମାନଙ୍କ ନିକଟରେ ବଳିଦାନ ଉତ୍ସର୍ଗ କରିବି, ତେବେ ହୁଏତ ସେମାନେ ମୋତେ ମଧ୍ୟ ସାହାଯ୍ୟ କରି ପାରିନ୍ତି।” ଆହସ୍ ସେହି ଦେବତାମାନଙ୍କୁ ପୂଜା କଲେ। ଏହି ପ୍ରକାରେ ସେ ନିଜେ ପାପ କଲେ ଓ ଇସ୍ରାଏଲର ଲୋକମାନଙ୍କୁ ପାପ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେଉଁ ଦମ୍ମେଶକୀୟ ଦେବଗଣ ତାଙ୍କୁ ପରାସ୍ତ କରିଥିଲେ, ସେମାନଙ୍କ ଉଦ୍ଦେଶ୍ୟରେ ସେ ବଳିଦାନ କଲେ; ଆଉ ସେ କହିଲେ, ଅରାମୀୟ ରାଜାମାନଙ୍କ ଦେବଗଣ ସେମାନଙ୍କର ସାହାଯ୍ୟ କରିଅଛନ୍ତି, ଏହେତୁ ମୁଁ ସେମାନଙ୍କ ନିକଟରେ ବଳିଦାନ କରିବି, ତହିଁରେ ସେମାନେ ମୋହର ସାହାଯ୍ୟ କରିବେ। ମାତ୍ର ସେମାନେ ତାଙ୍କର ଓ ସମଗ୍ର ଇସ୍ରାଏଲର ବିନାଶର କାରଣ ହେଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁ ଦମ୍ମେଶକୀୟ ଦେବଗଣ ତାଙ୍କୁ ପରାସ୍ତ କରିଥିଲେ, ସେମାନଙ୍କ ଉଦ୍ଦେଶ୍ୟରେ ସେ ବଳିଦାନ କଲେ; ଆଉ ସେ କହିଲେ, ଅରାମୀୟ ରାଜାମାନଙ୍କ ଦେବଗଣ ସେମାନଙ୍କର ସାହାଯ୍ୟ କରିଅଛନ୍ତି, ଏହେତୁ ମୁଁ ସେମାନଙ୍କ ନିକଟରେ ବଳିଦାନ କରିବି, ତହିଁରେ ସେମାନେ ମୋହର ସାହାଯ୍ୟ କରିବେ। ମାତ୍ର ସେମାନେ ତାଙ୍କର ଓ ସମଗ୍ର ଇସ୍ରାଏଲର ବିନାଶର କାରଣ ହେଲେ।