2 Chronicles 28:24 — Compare Translations

5 translations compared side by side

Odia - 1840
"ଆହସ୍ ପରମେଶ୍ବରଙ୍କ ମନ୍ଦିରରୁ ସାମଗ୍ରୀସବୁ ନେଲେ ଓ ତାହାକୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲେ। ଏହାପରେ ସେ ସଦାପ୍ରଭୁଙ୍କ ମନ୍ଦିରର ଦ୍ବାରସବୁ ବନ୍ଦ କରି ଦେଲେ। ସେ ୟଜ୍ଞବଦେୀସବୁ ନିର୍ମାଣ କଲେ ଓ ସଗେୁଡ଼ିକୁ ୟିରୁଶାଲମର ଚାରିଆଡ଼େ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଆହସ୍ ପରମେଶ୍ଵରଙ୍କ ଗୃହର ପାତ୍ରସକଳ ଏକତ୍ର କଲେ ଓ ପରମେଶ୍ଵରଙ୍କ ଗୃହର ସେହି ପାତ୍ରସବୁ କାଟି ଖଣ୍ତ ଖଣ୍ତ କଲେ ଓ ସଦାପ୍ରଭୁଙ୍କ ଗୃହର କବାଟସବୁ ବନ୍ଦ କଲେ; ପୁଣି ସେ ଯିରୂଶାଲମର ପ୍ରତ୍ୟେକ କୋଣରେ ଆପଣା ପାଇଁ ଯଜ୍ଞବେଦି ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହସ୍ ପରମେଶ୍ୱରଙ୍କ ମନ୍ଦିରରୁ ସାମଗ୍ରୀ ସବୁ ନେଲେ ଓ ତାହାକୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲେ। ଏହା ପରେ ସେ ସଦାପ୍ରଭୁଙ୍କ ମନ୍ଦିରର ଦ୍ୱାରସବୁ ବନ୍ଦ କରିଦେଲେ। ସେ ଯଜ୍ଞବେଦିସବୁ ନିର୍ମାଣ କଲେ ଓ ସେଗୁଡ଼ିକୁ ଯିରୁଶାଲମର ଗ୍ଭରିଆଡ଼େ ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଆହସ୍‌ ପରମେଶ୍ୱରଙ୍କ ଗୃହର ପାତ୍ରସକଳ ଏକତ୍ର କଲେ ଓ ପରମେଶ୍ୱରଙ୍କ ଗୃହର ସେହି ପାତ୍ରସବୁ କାଟି ଖଣ୍ଡ ଖଣ୍ଡ କଲେ ଓ ସଦାପ୍ରଭୁଙ୍କ ଗୃହର କବାଟସବୁ ବନ୍ଦ କଲେ; ପୁଣି ସେ ଯିରୂଶାଲମର ପ୍ରତ୍ୟେକ କୋଣରେ ଆପଣା ପାଇଁ ଯଜ୍ଞବେଦି ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)