2 Chronicles 28:26 — Compare Translations

5 translations compared side by side

Odia - 1840
"ଆହସ୍ ଅନ୍ୟ ଯେ ସମସ୍ତ କର୍ମ କରିଥିଲେ, ସହେିସବୁ ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ଯିହୁଦା ଓ ଇଶ୍ରାୟେଲର ରାଜାମାନଙ୍କର ପୁସ୍ତକ ରେ ଲଖାୟୋଇଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ଆଦ୍ୟନ୍ତସକଳ ଆଚରଣ, ଦେଖ, ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ପୁସ୍ତକରେ ଲେଖାଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଆହସ୍ ଅନ୍ୟ ଯେ ସମସ୍ତ କର୍ମ କରିଥିଲେ, ସେହିସବୁ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ “ଯିହୁଦା ଓ ଇସ୍ରାଏଲର ରାଜାମାନଙ୍କର ପୁସ୍ତକରେ” ଲେଖାଯାଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ଆଦ୍ୟନ୍ତସକଳ ଆଚରଣ, ଦେଖ, ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ପୁସ୍ତକରେ ଲେଖାଅଛି।
Odia IRV 2017 (ଓଡିଆ ବାଇବେଲ)
ତାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ଆଦ୍ୟନ୍ତସକଳ ଆଚରଣ, ଦେଖ, ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ପୁସ୍ତକରେ ଲେଖାଅଛି।