2 Chronicles 28:27 — Compare Translations
5 translations compared side by side
Odia - 1840
"ଆହସ୍ ମୃତ୍ଯୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ଲୋକମାନେ ଆହସ୍ଙ୍କୁ ୟିରୁଶାଲମ ନଗର ରେ କବର ଦେଲେ। କିନ୍ତୁ ସମାନେେ ଆହସ୍ଙ୍କୁ ଇଶ୍ରାୟେଲର ରାଜାମାନଙ୍କର କବର ସ୍ଥାନ ରେ କବର ଦେଲେ ନାହିଁ। ହିଜକିଯ ଆହସ୍ଙ୍କ ସ୍ଥାନ ରେ ନୂତନ ରାଜା ହେଲେ ହିଜକିଯ ଆହସ୍ଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଆହସ୍ ଆପଣା ପିତୃଗଣ ସହିତ ଶୟନ କରନ୍ତେ, ଲୋକମାନେ ଯିରୂଶାଲମରେ, ନଗର ମଧ୍ୟରେ ତାଙ୍କୁ କବର ଦେଲେ; କାରଣ ସେମାନେ ତାଙ୍କୁ ଇସ୍ରାଏଲର ରାଜାମାନଙ୍କ କବରକୁ ଆଣିଲେ ନାହିଁ; ତହିଁ ଉତ୍ତାରେ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହସ୍ ମୃତ୍ୟୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ଲୋକମାନେ ଆହସଙ୍କୁ ଯିରୁଶାଲମ ନଗରରେ କବର ଦେଲେ। କିନ୍ତୁ ସେମାନେ ଆହସଙ୍କୁ ଇସ୍ରାଏଲର ରାଜାମାନଙ୍କର କବର ସ୍ଥାନରେ କବର ଦେଲେ ନାହିଁ। ହିଜକିୟ ଆହସଙ୍କ ସ୍ଥାନରେ ନୂତନ ରାଜା ହେଲେ ହିଜକିୟ ଆହସଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଆହସ୍ଙ୍କ ମୃତ୍ୟୁ ପରେ, ଲୋକମାନେ ଯିରୂଶାଲମରେ, ନଗର ମଧ୍ୟରେ ତାଙ୍କୁ କବର ଦେଲେ; କାରଣ ସେମାନେ ତାଙ୍କୁ ଇସ୍ରାଏଲର ରାଜାମାନଙ୍କ କବରକୁ ଆଣିଲେ ନାହିଁ; ତହିଁ ଉତ୍ତାରେ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଆହସ୍ଙ୍କ ମୃତ୍ୟୁ ପରେ, ଲୋକମାନେ ଯିରୂଶାଲମରେ, ନଗର ମଧ୍ୟରେ ତାଙ୍କୁ କବର ଦେଲେ; କାରଣ ସେମାନେ ତାଙ୍କୁ ଇସ୍ରାଏଲର ରାଜାମାନଙ୍କ କବରକୁ ଆଣିଲେ ନାହିଁ; ତହିଁ ଉତ୍ତାରେ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ।