2 Chronicles 28:3 — Compare Translations
5 translations compared side by side
Odia - 1840
"ଆହସ୍ 'ହିନ୍ନୋମ ପୁତ୍ର' ଉପତ୍ୟକା ରେ ସୁଗନ୍ଧିଧୂପ ଜ୍ବଳାଇଲେ। ସେ ନିଜ ପୁତ୍ରମାନଙ୍କୁ ଅଗ୍ନି ରେ ଦଗ୍ଧ କରି ବଳିଦାନ ସ୍ବରୂପେ ଉତ୍ସର୍ଗ କଲେ। ସହେି ଦେଶ ରେ ବାସ କରୁଥିବା ଲୋକମାନେ ଯେଉଁସବୁ ଭୟଙ୍କର ପାପ କରୁଥିଲେ, ସେ ମଧ୍ଯ ସହେିସବୁ କଲେ। ଇଶ୍ରାୟେଲର ଲୋକମାନେ ଯେତବେେଳେ ସହେି ଦେଶ ରେ ପ୍ରବେଶ କଲେ, ସଦାପ୍ରଭୁ ସମାନଙ୍କେୁ ବଳପୂର୍ବକ ସଠାରୁେ ବାହାର କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ହିନ୍ନୋମ-ପୁତ୍ରର ଉପତ୍ୟକାରେ ଧୂପ ଜ୍ଵଳାଇଲେ ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରିଥିଲେ, ସେମାନଙ୍କର ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ସନ୍ତାନଗଣକୁ ଅଗ୍ନିରେ ଦଗ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହସ୍ ହିନ୍ନୋମ ପୁତ୍ର ଉପତ୍ୟକାରେ ସୁଗନ୍ଧିଧୂପ ଜ୍ୱଳାଇଲେ। ସେ ନିଜ ପୁତ୍ରମାନଙ୍କୁ ଅଗ୍ନିରେ ଦଗ୍ଧ କରି ବଳିଦାନ ସ୍ୱରୂପେ ଉତ୍ସର୍ଗ କଲେ। ସେହି ଦେଶରେ ବାସ କରୁଥିବା ଲୋକମାନେ ଯେଉଁସବୁ ଭୟଙ୍କର ପାପ କରୁଥିଲେ, ସେ ମଧ୍ୟ ସେହିସବୁ କଲେ। ଇସ୍ରାଏଲର ଲୋକମାନେ ଯେତେବେଳେ ସେହି ଦେଶରେ ପ୍ରବେଶ କଲେ, ସଦାପ୍ରଭୁ ସେମାନଙ୍କୁ ବଳପୂର୍ବକ ସେଠାରୁ ବାହାର କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଧୂପ ଜ୍ୱଳାଇଲେ ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରିଥିଲେ, ସେମାନଙ୍କର ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ସନ୍ତାନଗଣକୁ ଅଗ୍ନିରେ ଦଗ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଧୂପ ଜ୍ୱଳାଇଲେ ଓ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରିଥିଲେ, ସେମାନଙ୍କର ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ସନ୍ତାନଗଣକୁ ଅଗ୍ନିରେ ଦଗ୍ଧ କଲେ।