2 Chronicles 28:4 — Compare Translations
5 translations compared side by side
Odia - 1840
"ଆହସ୍ ଉଚ୍ଚସ୍ଥାନମାନଙ୍କ ରେ ପ୍ରେତ୍ୟକକ ସବୁଜ ବୃକ୍ଷ ତଳେ ବଳିଦାନ ଉତ୍ସର୍ଗ କଲେ ଓ ସୁଗନ୍ଧିଧୂପ ଜ୍ବଳାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଉଚ୍ଚସ୍ଥଳୀରେ ଓ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷତଳେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହସ୍ ଉଚ୍ଚସ୍ଥାନମାନଙ୍କରେ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ବଳିଦାନ ଉତ୍ସର୍ଗ କଲେ ଓ ସୁଗନ୍ଧିଧୂପ ଜ୍ୱଳାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଉଚ୍ଚସ୍ଥଳୀରେ ଓ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଉଚ୍ଚସ୍ଥଳୀରେ ଓ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷତଳେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।