2 Chronicles 28:5 — Compare Translations
5 translations compared side by side
Odia - 1840
"ଆହସ୍ ପାପ କଲେ, ତେଣୁ ସଦାପ୍ରଭୁ ତାଙ୍କର ପରମେଶ୍ବର ଅରାମର ରାଜାଙ୍କ ଦ୍ବାରା ଆହସ୍ଙ୍କୁ ପରାସ୍ତ କଲେ। ଅରାମର ରାଜା ଓ ତାଙ୍କର ସୈନ୍ଯଦଳ ଆହସ୍ଙ୍କୁ ପରାସ୍ତ କଲେ ଓ ଯିହୁଦାର ଅନକେ ଲୋକଙ୍କୁ ବନ୍ଦୀ କରି ନେଲେ। ଅରାମର ରାଜା ସହେି ବନ୍ଦୀମାନଙ୍କୁ ଦମ୍ମେଶକ ନଗରକୁ ନଇଗେଲେ। ସଦାପ୍ରଭୁ ଇଶ୍ରାୟେଲର ରାଜା ପକହଙ୍କେ ଦ୍ବାରା ମଧ୍ଯ ଆହସ୍ଙ୍କୁ ପରାସ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ ତାଙ୍କର ପରମେଶ୍ଵର ଅରାମ ରାଜାର ହସ୍ତରେ ତାଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ତାଙ୍କୁ ପରାସ୍ତ କଲେ ଓ ତାଙ୍କର ଅସଂଖ୍ୟ ଲୋକଙ୍କୁ ବନ୍ଦୀ କରି ଦମ୍ମେଶକକୁ ନେଇଗଲେ । ମଧ୍ୟ ସେ ଇସ୍ରାଏଲ-ରାଜାଙ୍କର ହସ୍ତରେ ସମର୍ପିତ ହୁଅନ୍ତେ, ସେ ତାଙ୍କୁ ମହାସଂହାରରେ ପରାସ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହସ୍ ପାପ କଲେ, ତେଣୁ ସଦାପ୍ରଭୁ ତାଙ୍କର ପରମେଶ୍ୱର ଅରାମର ରାଜାଙ୍କ ଦ୍ୱାରା ଆହସଙ୍କୁ ପରାସ୍ତ କଲେ। ଅରାମର ରାଜା ଓ ତାଙ୍କର ସୈନ୍ୟଦଳ ଆହସଙ୍କୁ ପରାସ୍ତ କଲେ ଓ ଯିହୁଦାର ଅନେକ ଲୋକଙ୍କୁ ବନ୍ଦୀ କରି ନେଲେ। ଅରାମର ରାଜା ସେହି ବନ୍ଦୀମାନଙ୍କୁ ଦମ୍ମେଶକ ନଗରକୁ ନେଇଗଲେ। ସଦାପ୍ରଭୁ ଇସ୍ରାଏଲର ରାଜା ପେକହଙ୍କ ଦ୍ୱାରା ମଧ୍ୟ ଆହସଙ୍କୁ ପରାସ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ ତାଙ୍କର ପରମେଶ୍ୱର ଅରାମ-ରାଜାର ହସ୍ତରେ ତାଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ତାଙ୍କୁ ପରାସ୍ତ କଲେ ଓ ତାଙ୍କର ଅସଂଖ୍ୟ ଲୋକଙ୍କୁ ବନ୍ଦୀ କରି ଦମ୍ମେଶକକୁ ନେଇଗଲେ। ମଧ୍ୟ ସେ ଇସ୍ରାଏଲ ରାଜାଙ୍କର ହସ୍ତରେ ସମର୍ପିତ ହୁଅନ୍ତେ, ସେ ତାଙ୍କୁ ମହାସଂହାରରେ ପରାସ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ ତାଙ୍କର ପରମେଶ୍ୱର ଅରାମ ରାଜାର ହସ୍ତରେ ତାଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ତାଙ୍କୁ ପରାସ୍ତ କଲେ ଓ ତାଙ୍କର ଅସଂଖ୍ୟ ଲୋକଙ୍କୁ ବନ୍ଦୀ କରି ଦମ୍ମେଶକକୁ ନେଇଗଲେ। ମଧ୍ୟ ସେ ଇସ୍ରାଏଲ-ରାଜାଙ୍କର ହସ୍ତରେ ସମର୍ପିତ ହୁଅନ୍ତେ, ସେ ତାଙ୍କୁ ମହାସଂହାରରେ ପରାସ୍ତ କଲେ।