2 Chronicles 28:6 — Compare Translations
5 translations compared side by side
Odia - 1840
"ପକହଙ୍କେ ପିତାଙ୍କର ନାମ ଥିଲା ରମଲିଯ। ପକହେ ଓ ତାଙ୍କର ସୈନ୍ଯଦଳ ଗୋଟିଏ ଦିନ ରେ ଯିହୁଦାର 1,20,000 ଜଣ ସାହସୀ ସୈନିକଙ୍କୁ ହତ୍ଯା କଲେ। ପକହେ ଯିହୁଦାର ସହେି ଲୋକମାନଙ୍କୁ ହତ୍ଯା କଲେ, କାରଣ ସମାନଙ୍କେର ପୂର୍ବପୁରୁଷମାନେ ଯେଉଁ ସଦାପ୍ରଭୁ ପରମେଶ୍ବରଙ୍କୁ ମାନୁଥିଲେ, ସମାନେେ ତାଙ୍କୁ ମାନିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ରମଲୀୟର ପୁତ୍ର ପେକହ ଯିହୁଦାରେ ଏକ ଲକ୍ଷ କୋଡ଼ିଏ ହଜାର ବିକ୍ରମଶାଳୀ ଲୋକଙ୍କୁ ଏକ ଦିନରେ ବଧ କଲା; ଯେଣୁ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ଵରଙ୍କୁ ପରିତ୍ୟାଗ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପେକହଙ୍କ ପିତାଙ୍କର ନାମ ଥିଲା ରମଲିୟ। ପେକହ ଓ ତାଙ୍କର ସୈନ୍ୟଦଳ ଗୋଟିଏ ଦିନରେ ଯିହୁଦାର 120,000 ଜଣ ସାହସୀ ସୈନିକଙ୍କୁ ହତ୍ୟା କଲେ। ପେକହ ଯିହୁଦାର ସେହି ଲୋକମାନଙ୍କୁ ହତ୍ୟା କଲେ, କାରଣ ସେମାନଙ୍କର ପୂର୍ବପୁରୁଷମାନେ ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କୁ ମାନୁଥିଲେ, ସେମାନେ ତାଙ୍କୁ ମାନିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ରମଲୀୟର ପୁତ୍ର ପେକହ ଯିହୁଦାରେ ଏକ ଲକ୍ଷ କୋଡ଼ିଏ ହଜାର ବିକ୍ରମଶାଳୀ ଲୋକଙ୍କୁ ଏକ ଦିନରେ ବଧ କଲା; ଯେଣୁ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ରମଲୀୟର ପୁତ୍ର ପେକହ ଯିହୁଦାରେ ଏକ ଲକ୍ଷ କୋଡ଼ିଏ ହଜାର ବିକ୍ରମଶାଳୀ ଲୋକଙ୍କୁ ଏକ ଦିନରେ ବଧ କଲା; ଯେଣୁ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ।