2 Chronicles 28:7 — Compare Translations
5 translations compared side by side
Odia - 1840
"ସିଖ୍ରି ଇଫ୍ରଯିମର ଜଣେ ସାହସୀ ସୈନିକ ଥିଲେ। ସିଖ୍ରି ଆହସଙ୍କ ପୁତ୍ର ମା ସଯଙ୍କେୁ, ରାଜ ପ୍ରାସାଦର ଅଧିକାରୀ ଦାଯିତ୍ବ ରେ ଥିବା ଅସ୍ରିକାମଙ୍କୁ ଏବଂ ଇଲ୍କାନା, (ୟିଏକି ରାଜାଙ୍କ ପରେ ଦ୍ବିତୀୟ ସ୍ଥାନ ରେ ଥିବା ଅଧିକାରୀଙ୍କୁ) ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସିଖ୍ରି ନାମରେ ଇଫ୍ରୟିମୀୟ ଏକ ବିକ୍ରମଶାଳୀ ଲୋକ ରାଜପୁତ୍ର ମାସେୟକୁ ଓ ଗୃହାଧ୍ୟକ୍ଷ ଅସ୍ରୀକାମକୁ ଓ ରାଜାଙ୍କର ଦ୍ଵିତୀୟ (ସ୍ଥାନୀୟ) ଇଲ୍କାନାକୁ ବଧ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସିଖ୍ରି ଇଫ୍ରୟିମର ଜଣେ ସାହସୀ ସୈନିକ ଥିଲେ। ସିଖ୍ରି ଆହସଙ୍କ ପୁତ୍ର ମାସେୟଙ୍କୁ, ରାଜପ୍ରାସାଦର ଅଧିକାରୀ ଦାୟିତ୍ୱରେ ଥିବା ଅସ୍ରିକାମଙ୍କୁ ଏବଂ ଇଲ୍କାନା (ଯିଏ କି ରାଜାଙ୍କ ପରେ ଦ୍ୱିତୀୟ ସ୍ଥାନରେ ଥିବା ଅଧିକାରୀ) ଙ୍କୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସିଖ୍ରି ନାମରେ ଇଫ୍ରୟିମୀୟ ଏକ ବିକ୍ରମଶାଳୀ ଲୋକ ରାଜପୁତ୍ର ମାସେୟକୁ ଓ ଗୃହାଧ୍ୟକ୍ଷ ଅସ୍ରୀକାମକୁ ଓ ରାଜାଙ୍କର ଦ୍ୱିତୀୟ (ସ୍ଥାନୀୟ) ଇଲ୍କାନାକୁ ବଧ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସିଖ୍ରି ନାମରେ ଇଫ୍ରୟିମୀୟ ଏକ ବିକ୍ରମଶାଳୀ ଲୋକ ରାଜପୁତ୍ର ମାସେୟକୁ ଓ ଗୃହାଧ୍ୟକ୍ଷ ଅସ୍ରୀକାମକୁ ଓ ରାଜାଙ୍କର ଦ୍ୱିତୀୟ (ସ୍ଥାନୀୟ) ଇଲ୍କାନାକୁ ବଧ କଲା।