2 Chronicles 28:8 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲୀୟ ସୈନ୍ଯଦଳ ଯିହୁଦା ରେ ବାସ କରୁଥିବା ସମାନଙ୍କେର ନିଜ ଆତ୍ମୀଯମାନଙ୍କ ମଧ୍ଯରୁ 2,00,000 ଲୋକଙ୍କୁ ବନ୍ଦୀ କରି ନେଲେ। ସମାନେେ ସ୍ତ୍ରୀ ଲୋକ, ସନ୍ତାନଗଣ ଓ ଯିହୁଦାରୁ ଅନକେ ବହୁମୂଲ୍ଯ ସାମଗ୍ରୀ ଲୁଟି ନେଲେ। ଇଶ୍ରାୟେଲୀୟମାନେ ସହେି ବନ୍ଦୀମାନଙ୍କୁ ଓ ସାମଗ୍ରୀଗୁଡ଼ିକୁ ଶମରିଯାକୁ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଇସ୍ରାଏଲ-ସନ୍ତାନମାନେ ଆପଣାମାନଙ୍କ ଭ୍ରାତୃଗଣର ସ୍ତ୍ରୀ, ପୁତ୍ର ଓ କନ୍ୟା, ଦୁଇ ଲକ୍ଷ ପ୍ରାଣୀକି ବନ୍ଦୀ କରି ନେଇଗଲେ, ମଧ୍ୟ ସେମାନଙ୍କଠାରୁ ବହୁତ ଲୁଟଦ୍ରବ୍ୟ ନେଲେ ଓ ସେହି ଲୁଟଦ୍ରବ୍ୟସବୁ ଶମରୀୟାକୁ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟ ସୈନ୍ୟଦଳ ଯିହୁଦାରେ ବାସ କରୁଥିବା ସେମାନଙ୍କର ନିଜ ଆତ୍ମୀୟମାନଙ୍କ ମଧ୍ୟରୁ 200,000 ଲୋକଙ୍କୁ ବନ୍ଦୀ କରି ନେଲେ। ସେମାନେ ସ୍ତ୍ରୀଲୋକ, ସନ୍ତାନଗଣ ଓ ଯିହୁଦାରୁ ଅନେକ ବହୁମୂଲ୍ୟ ସାମଗ୍ରୀ ଲୁଟି ନେଲେ। ଇସ୍ରାଏଲୀୟମାନେ ସେହି ବନ୍ଦୀମାନଙ୍କୁ ଓ ସାମଗ୍ରୀଗୁଡ଼ିକୁ ଶମରିୟାକୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଇସ୍ରାଏଲ ସନ୍ତାନମାନେ ଆପଣାମାନଙ୍କ ଭ୍ରାତୃଗଣର ସ୍ତ୍ରୀ, ପୁତ୍ର ଓ କନ୍ୟା, ଦୁଇ ଲକ୍ଷ ପ୍ରାଣୀକୁ ବନ୍ଦୀ କରି ନେଇଗଲେ, ମଧ୍ୟ ସେମାନଙ୍କଠାରୁ ବହୁତ ଲୁଟଦ୍ରବ୍ୟ ନେଲେ ଓ ସେହି ଲୁଟ ଦ୍ରବ୍ୟସବୁ ଶମରୀୟାକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଇସ୍ରାଏଲ ସନ୍ତାନମାନେ ଆପଣାମାନଙ୍କ ଭ୍ରାତୃଗଣର ସ୍ତ୍ରୀ, ପୁତ୍ର ଓ କନ୍ୟା, ଦୁଇ ଲକ୍ଷ ପ୍ରାଣୀକୁ ବନ୍ଦୀ କରି ନେଇଗଲେ, ମଧ୍ୟ ସେମାନଙ୍କଠାରୁ ବହୁତ ଲୁଟ ଦ୍ରବ୍ୟ ନେଲେ ଓ ସେହି ଲୁଟ ଦ୍ରବ୍ୟସବୁ ଶମରୀୟାକୁ ଆଣିଲେ।