2 Chronicles 28:9 — Compare Translations
5 translations compared side by side
Odia - 1840
"କିନ୍ତୁ ସଦାପ୍ରଭୁଙ୍କର ଭବିଷ୍ଯଦ୍ବକ୍ତା ମାନଙ୍କ ମଧ୍ଯରୁ ଜଣେ ଥିଲେ। ଏହି ଭବିଷ୍ଯତ୍ବକ୍ତାମାନଙ୍କର ନାମ ଥିଲା ଓବେଦ୍। ଓବେଦ୍ ଶମରିଯାକୁ ଫରେି ଆସିଥିବା ଇଶ୍ରାୟେଲୀୟ ସୈନ୍ଯଦଳକୁ ଭଟେିଲେ। ଓବେଦ୍ ଇଶ୍ରାୟେଲୀୟ ସୈନ୍ଯଦଳକୁ କହିଲେ, ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ଯେଉଁ ସଦାପ୍ରଭୁ ପରମେଶ୍ବରଙ୍କୁ ମାନିଥିଲେ, ସେ ତୁମ୍ଭମାନଙ୍କ ଦ୍ବାରା ଯିହୁଦାର ଲୋକମାନଙ୍କୁ ପରାସ୍ତ କଲେ, କାରଣ ସେ ସମାନଙ୍କେ ପ୍ରତି ଅତ୍ଯନ୍ତ କୋରଧ କରିଛନ୍ତି। ତୁମ୍ଭମାନେେ ଯିହୁଦାର ଲୋକମାନଙ୍କୁ ଅତ୍ଯନ୍ତ କଦର୍ୟ୍ଯ ଭାବରେ ହତ୍ଯା ଓ ଦଣ୍ଡିତ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେଠାରେ ଓଦେଦ୍ ନାମରେ ସଦାପ୍ରଭୁଙ୍କର ଜଣେ ଭବିଷ୍ୟଦ୍ବକ୍ତା ଥିଲା; ସେ ଶମରୀୟାକୁ ଆଗତ ସୈନ୍ୟଦଳ ସଙ୍ଗେ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ କହିଲା, ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ଵର ଯିହୁଦା ପ୍ରତି କୋପାନ୍ଵିତ ହେବାରୁ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ଆଉ ତୁମ୍ଭେମାନେ ଗଗନସ୍ପର୍ଶୀପ କ୍ରୋଧାଗ୍ନି ଦ୍ଵାରା ସେମାନଙ୍କୁ ବଧ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁଙ୍କର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରୁ ଜଣେ ଥିଲେ। ଏହି ଭବିଷ୍ୟଦ୍ବକ୍ତାଙ୍କର ନାମ ଥିଲା ଓବେଦ୍। ଓବେଦ୍ ଶମରିୟାକୁ ଫେରି ଆସିଥିବା ଇସ୍ରାଏଲୀୟ ସୈନ୍ୟଦଳକୁ ଭେଟିଲେ। ଓବେଦ୍ ଇସ୍ରାଏଲୀୟ ସୈନ୍ୟଦଳକୁ କହିଲେ, “ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କୁ ମାନିଥିଲେ, ସେ ତୁମ୍ଭମାନଙ୍କ ଦ୍ୱାରା ଯିହୁଦାର ଲୋକମାନଙ୍କୁ ପରାସ୍ତ କଲେ, କାରଣ ସେ ସେମାନଙ୍କ ପ୍ରତି ଅତ୍ୟନ୍ତ କ୍ରୋଧ କରିଛନ୍ତି। ତୁମ୍ଭେମାନେ ଯିହୁଦାର ଲୋକମାନଙ୍କୁ ଅତ୍ୟନ୍ତ କଦର୍ଯ୍ୟ ଭାବରେ ହତ୍ୟା ଓ ଦଣ୍ଡିତ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେଠାରେ ଓଦେଦ୍ ନାମରେ ସଦାପ୍ରଭୁଙ୍କର ଜଣେ ଭବିଷ୍ୟଦ୍ବକ୍ତା ଥିଲେ; ସେ ଶମରୀୟାକୁ ଆଗତ ସୈନ୍ୟଦଳ ସଙ୍ଗେ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ କହିଲା, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ଯିହୁଦା ପ୍ରତି କୋପାନ୍ୱିତ ହେବାରୁ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ଆଉ ତୁମ୍ଭେମାନେ ଗଗନସ୍ପର୍ଶୀ କ୍ରୋଧାଗ୍ନି ଦ୍ୱାରା ସେମାନଙ୍କୁ ବଧ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେଠାରେ ଓଦେଦ୍ ନାମରେ ସଦାପ୍ରଭୁଙ୍କର ଜଣେ ଭବିଷ୍ୟଦ୍ବକ୍ତା ଥିଲେ; ସେ ଶମରୀୟାକୁ ଆଗତ ସୈନ୍ୟଦଳ ସଙ୍ଗେ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ କହିଲା, ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ଯିହୁଦା ପ୍ରତି କୋପାନ୍ୱିତ ହେବାରୁ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ଆଉ ତୁମ୍ଭେମାନେ ଗଗନସ୍ପର୍ଶୀ କ୍ରୋଧାଗ୍ନି ଦ୍ୱାରା ସେମାନଙ୍କୁ ବଧ କରିଅଛ।