2 Chronicles 29:1 — Compare Translations
5 translations compared side by side
Odia - 1840
"ହିଜକିଯ ରାଜା ହବୋ ସମୟରେ ପଚିଶ ବର୍ଷ ବଯସ୍କ ହାଇେଥିଲେ। ସେ ୟିରୁଶାଲମ ରେ ଅଣତିରିଶ ବର୍ଷ ରାଜତ୍ବ କଲେ। ତାଙ୍କ ମାତାଙ୍କର ନାମ ଥିଲା ଅବିଜା। ଅବିଜା ଜିଖରିଯଙ୍କ କନ୍ଯା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଅବିଜା, ସେ ଜିଖରୀୟର କନ୍ୟା ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ରାଜା ହିଜକିୟ ହିଜକିୟ ରାଜା ହେବା ସମୟରେ ପଚିଶ୍ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଅଣତିରିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କ ମାତାଙ୍କର ନାମ ଥିଲା ଅବିଜା। ଅବିଜା ଯିଖରିୟଙ୍କ କନ୍ୟା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଅବୀୟ, ଯେ ଜିଖରୀୟର କନ୍ୟା ଥିଲେ।
Odia IRV 2017 (ଓଡିଆ ବାଇବେଲ)
ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଅବୀୟ, ଯେ ଜିଖରୀୟର କନ୍ୟା ଥିଲେ।