2 Chronicles 29:10 — Compare Translations
5 translations compared side by side
Odia - 1840
"ତେଣୁ ବର୍ତ୍ତମାନ ମୁଁ ହିଜକିଯ, ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କ ସହିତ ଏକ ନିଯମ କରିବାକୁ ମନସ୍ଥ କରିଅଛି। ତବେେ ସେ ଆମ୍ଭମାନଙ୍କ ଉପରେ ଆଉ କୋର୍ଧ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ପ୍ରଚଣ୍ତ କ୍ରୋଧ ଯେପରି ଆମ୍ଭମାନଙ୍କ ଉପରୁ ନିବୃତ୍ତ ହେବ, ଏଥିପାଇଁ ତାହାଙ୍କ ସଙ୍ଗେ ଏକ ନିୟମ କରିବାକୁ ମୋʼ ମନରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ବର୍ତ୍ତମାନ ମୁଁ ହିଜକିୟ, ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ସହିତ ଏକ ନିୟମ କରିବାକୁ ମନସ୍ଥ କରିଅଛି। ତେବେ ସେ ଆମ୍ଭମାନଙ୍କ ଉପରେ ଆଉ କ୍ରୋଧ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧ ଯେପରି ଆମ୍ଭମାନଙ୍କ ଉପରୁ ନିବୃତ୍ତ ହେବ, ଏଥିପାଇଁ ତାହାଙ୍କ ସଙ୍ଗେ ଏକ ନିୟମ କରିବାକୁ ମୋʼ ମନରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧ ଯେପରି ଆମ୍ଭମାନଙ୍କ ଉପରୁ ନିବୃତ୍ତ ହେବ, ଏଥିପାଇଁ ତାହାଙ୍କ ସଙ୍ଗେ ଏକ ନିୟମ କରିବାକୁ ମୋ’ ମନରେ ଅଛି।