2 Chronicles 29:11 — Compare Translations
5 translations compared side by side
Odia - 1840
"ତେଣୁ ହେ ମାରେ ପୁତ୍ରଗଣ, ଆଉ ପରିଚର୍ୟ୍ଯା କର ନାହିଁ କି ଆଉ ସମୟ ନଷ୍ଟ କର ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କୁ ତାଙ୍କର ସବୋକାର୍ୟ୍ଯ ନିମନ୍ତେ ମନୋନୀତ କରିଅଛନ୍ତି। ସେ ତୁମ୍ଭମାନଙ୍କୁ ତାଙ୍କର ମନ୍ଦିର ରେ ସବୋକାର୍ୟ୍ଯ କରିବା ଓ ସୁଗନ୍ଧିଧୂପ ଜଳାଇବା ନିମନ୍ତେ ମନୋନୀତ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପୁତ୍ରମାନେ, ଏବେ ହେଳା କର ନାହିଁ; କାରଣ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବା ପାଇଁ, ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ତୁମ୍ଭେମାନେ ଯେପରି ତାହାଙ୍କର ପରିଚାରକ ହେବ ଓ ଧୂପ ଜ୍ଵଳାଇବ, ଏଥିପାଇଁ ସେ ତୁମ୍ଭମାନଙ୍କୁ ମନୋନୀତ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ହେ ମୋର ପୁତ୍ରଗଣ, ଆଉ ପରିଚର୍ଯ୍ୟା କର ନାହିଁ କି ଆଉ ସମୟ ନଷ୍ଟ କର ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କୁ ତାଙ୍କର ସେବାକାର୍ଯ୍ୟ ନିମନ୍ତେ ମନୋନୀତ କରିଅଛନ୍ତି। ସେ ତୁମ୍ଭମାନଙ୍କୁ ତାଙ୍କର ମନ୍ଦିରରେ ସେବାକାର୍ଯ୍ୟ କରିବା ଓ ସୁଗନ୍ଧିଧୂପ ଜଳାଇବା ନିମନ୍ତେ ମନୋନୀତ କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପୁତ୍ରମାନେ, ଏବେ ହେଳା କର ନାହିଁ; କାରଣ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବା ପାଇଁ, ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ତୁମ୍ଭେମାନେ ଯେପରି ତାହାଙ୍କର ପରିଚାରକ ହେବ ଓ ଧୂପ ଜ୍ୱଳାଇବ, ଏଥିପାଇଁ ସେ ତୁମ୍ଭମାନଙ୍କୁ ମନୋନୀତ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପୁତ୍ରମାନେ, ଏବେ ହେଳା କର ନାହିଁ; କାରଣ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବା ପାଇଁ, ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ତୁମ୍ଭେମାନେ ଯେପରି ତାହାଙ୍କର ପରିଚାରକ ହେବ ଓ ଧୂପ ଜ୍ୱଳାଇବ, ଏଥିପାଇଁ ସେ ତୁମ୍ଭମାନଙ୍କୁ ମନୋନୀତ କରିଅଛନ୍ତି।