2 Chronicles 29:14 — Compare Translations
4 translations compared side by side
Odia - 1840
"ୟିଦୂଥିନ୍ଙ୍କ ବଂଶଧର ମାନଙ୍କ ମଧ୍ଯରୁ ଶିମ୍ରି ଓ ୟିଯୂଯଲେ ଥିଲେ। ଆସଫ୍ ବଂଶଧରମାନଙ୍କ ମଧ୍ଯରୁ ଶମଯିଯ ଓ ଉଷିଯଲେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ହେମନର ସନ୍ତାନମାନଙ୍କ ମଧ୍ୟରୁ ଯିହୀୟେଲ୍ ଓ ଶିମୀୟି ଓ ଯିଦୂଥୂନର ସନ୍ତାନମାନଙ୍କ ମଧ୍ୟରୁ ଶମୟୀୟ ଓ ଉଷୀୟେଲ, ଏହିସବୁ ଲେବୀୟ ଲୋକ ଉଠିଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ହେମନର ସନ୍ତାନମାନଙ୍କ ମଧ୍ୟରୁ ଯିହୀୟେଲ ଓ ଶିମୀୟି ଓ ଯିଦୂଥୂନ୍ର ସନ୍ତାନମାନଙ୍କ ମଧ୍ୟରୁ ଶମୟୀୟ ଓ ଉଷୀୟେଲ, ଏହିସବୁ ଲେବୀୟ ଲୋକ ଉଠିଲେ।
Odia IRV 2017 (ଓଡିଆ ବାଇବେଲ)
ଓ ହେମନର ସନ୍ତାନମାନଙ୍କ ମଧ୍ୟରୁ ଯିହୀୟେଲ ଓ ଶିମୀୟି ଓ ଯିଦୂଥୂନର ସନ୍ତାନମାନଙ୍କ ମଧ୍ୟରୁ ଶମୟୀୟ ଓ ଉଷୀୟେଲ, ଏହିସବୁ ଲେବୀୟ ଲୋକ ଉଠିଲେ।