2 Chronicles 29:17 — Compare Translations
5 translations compared side by side
Odia - 1840
"ପ୍ରଥମ ମାସର ପ୍ରଥମ ଦିନ ରେ ଲବେୀୟମାନେ ପବିତ୍ର ସବୋକାର୍ୟ୍ଯ ନିମନ୍ତେ ନିଜଙ୍କୁ ପ୍ରସ୍ତୁତ କରିବା ଆରମ୍ଭ କରି ଦେଲେ। ମାସର ଅଷ୍ଟମ ଦିନ ରେ, ଲବେୀୟମାନେ ସଦାପ୍ରଭୁଙ୍କ ମନ୍ଦିରର ଅଳିନ୍ଦକୁ ଆସିଲେ। ସଦାପ୍ରଭୁଙ୍କ ମନ୍ଦିରକୁ ପବିତ୍ରରୂପେ ବ୍ଯବହାର କରିବା ପାଇଁ ସମାନେେ ଆହୁରି ଆଠ ଦିନ ପର୍ୟ୍ଯନ୍ତ ସମାନେେ ତାକୁ ପରିଷ୍କାର କଲେ। ସମାନେେ ପ୍ରଥମ ମାସର ଷୋହଳତମ ଦିନ ରେ ତାହା ସମାପ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ପବିତ୍ର କରିବାକୁ ଆରମ୍ଭ କଲେ ଓ ମାସର ଅଷ୍ଟମ ଦିନରେ ସେମାନେ ସଦାପ୍ରଭୁଙ୍କ ବରଣ୍ତାକୁ ଆସିଲେ; ପୁଣି ଆଠ ଦିନ ମଧ୍ୟରେ ସେମାନେ ସଦାପ୍ରଭୁଙ୍କ ଗୃହ ପବିତ୍ର କଲେ; ଆଉ ସେମାନେ ପ୍ରଥମ ମାସର ଷୋଡ଼ଶ ଦିନରେ ସମାପ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମ ମାସର ପ୍ରଥମ ଦିନରେ ଲେବୀୟମାନେ ପବିତ୍ର ସେବାକାର୍ଯ୍ୟ ନିମନ୍ତେ ନିଜକୁ ପ୍ରସ୍ତୁତ କରିବା ଆରମ୍ଭ କରିଦେଲେ। ମାସର ଅଷ୍ଟମ ଦିନରେ, ଲେବୀୟମାନେ ସଦାପ୍ରଭୁଙ୍କ ମନ୍ଦିରର ଅଳିନ୍ଦକୁ ଆସିଲେ। ସଦାପ୍ରଭୁଙ୍କ ମନ୍ଦିରକୁ ପବିତ୍ରରୂପେ ବ୍ୟବହାର କରିବା ପାଇଁ ସେମାନେ ଆହୁରି ଆଠ ଦିନ ପର୍ଯ୍ୟନ୍ତ ତାହାକୁ ପରିଷ୍କାର କଲେ। ସେମାନେ ପ୍ରଥମ ମାସର ଷୋହଳତମ ଦିନରେ ତାହା ସମାପ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ପବିତ୍ର କରିବାକୁ ଆରମ୍ଭ କଲେ ଓ ମାସର ଅଷ୍ଟମ ଦିନରେ ସେମାନେ ସଦାପ୍ରଭୁଙ୍କ ବାରଣ୍ଡାକୁ ଆସିଲେ; ପୁଣି ଆଠ ଦିନ ମଧ୍ୟରେ ସେମାନେ ସଦାପ୍ରଭୁଙ୍କ ଗୃହ ପବିତ୍ର କଲେ; ଆଉ ସେମାନେ ପ୍ରଥମ ମାସର ଷୋଡ଼ଶ ଦିନରେ ସମାପ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ପବିତ୍ର କରିବାକୁ ଆରମ୍ଭ କଲେ ଓ ମାସର ଅଷ୍ଟମ ଦିନରେ ସେମାନେ ସଦାପ୍ରଭୁଙ୍କ ବାରଣ୍ଡାକୁ ଆସିଲେ; ପୁଣି ଆଠ ଦିନ ମଧ୍ୟରେ ସେମାନେ ସଦାପ୍ରଭୁଙ୍କ ଗୃହ ପବିତ୍ର କଲେ; ଆଉ ସେମାନେ ପ୍ରଥମ ମାସର ଷୋଡ଼ଶ ଦିନରେ ସମାପ୍ତ କଲେ।