2 Chronicles 29:19 — Compare Translations

5 translations compared side by side

Odia - 1840
"ଆହସ୍ ରାଜା ଥିବା ସମୟରେ ପରମେଶ୍ବରଙ୍କର ବିରୁଦ୍ଧ ରେ ବିଦ୍ରୋହ କଲେ। ସେ ମନ୍ଦିର ମଧିଅରେ ଥିବା ଅନକେ ସାମଗ୍ରୀକୁ ଫୋପାଡ଼ି ଦଇେଥିଲେ। କିନ୍ତୁ ଆମ୍ଭମାନେେ ସହେିସବୁ ସାମଗ୍ରୀକୁ ନିରୂପିତ କରିଅଛୁ ଓ ସଗେୁଡ଼ିକୁ ବିଶଷେ ବ୍ଯବହାର ନିମନ୍ତେ ପ୍ରସ୍ତୁତ କରିଅଛୁ। ସଗେୁଡ଼ିକ ବର୍ତ୍ତମାନ ସଦାପ୍ରଭୁଙ୍କ ୟଜ୍ଞବଦେୀର ସମ୍ମୁଖ ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଆହସ୍ ରାଜା ଆପଣା ରାଜତ୍ଵ ସମୟରେ ସତ୍ୟଲଙ୍ଘନ କରି ଯେ ଯେ ପାତ୍ର ପକାଇ ଦେଇଥିଲେ, ତାହାସବୁ ଆମ୍ଭେମାନେ ପ୍ରସ୍ତୁତ କରି ପବିତ୍ର କରିଅଛୁ; ଆଉ ଦେଖନ୍ତୁ, ତାହାସବୁ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଆହସ୍ ରାଜା ଥିବା ସମୟରେ ପରମେଶ୍ୱରଙ୍କର ବିରୁଦ୍ଧରେ ବିଦ୍ରୋହ କଲେ। ସେ ମନ୍ଦିର ମଧ୍ୟରେ ଥିବା ଅନେକ ସାମଗ୍ରୀକୁ ଫୋପାଡ଼ି ଦେଇଥିଲେ। କିନ୍ତୁ ଆମ୍ଭେମାନେ ସେହିସବୁ ସାମଗ୍ରୀକୁ ନିରୂପିତ କରିଅଛୁ ଓ ସେଗୁଡ଼ିକୁ ବିଶେଷ ବ୍ୟବହାର ନିମନ୍ତେ ପ୍ରସ୍ତୁତ କରିଅଛୁ। ସେଗୁଡ଼ିକ ବର୍ତ୍ତମାନ ସଦାପ୍ରଭୁଙ୍କ ଯଜ୍ଞବେଦିର ସମ୍ମୁଖରେ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଆହସ୍‌ ରାଜା ଆପଣା ରାଜତ୍ୱ ସମୟରେ ସତ୍ୟ-ଲଙ୍ଘନ କରି ଯେ ଯେ ପାତ୍ର ପକାଇ ଦେଇଥିଲେ, ତାହାସବୁ ଆମ୍ଭେମାନେ ପ୍ରସ୍ତୁତ କରି ପବିତ୍ର କରିଅଛୁ; ଆଉ ଦେଖନ୍ତୁ, ତାହାସବୁ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଅଛି।”
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଆହସ୍‌ ରାଜା ଆପଣା ରାଜତ୍ୱ ସମୟରେ ସତ୍ୟ-ଲଙ୍ଘନ କରି ଯେ ଯେ ପାତ୍ର ପକାଇ ଦେଇଥିଲେ, ତାହାସବୁ ଆମ୍ଭେମାନେ ପ୍ରସ୍ତୁତ କରି ପବିତ୍ର କରିଅଛୁ; ଆଉ ଦେଖନ୍ତୁ, ତାହାସବୁ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଅଛି।