2 Chronicles 29:22 — Compare Translations

5 translations compared side by side

Odia - 1840
"ତେଣୁ ଯାଜକମାନେ ବଳଦମାନଙ୍କୁ ହତ୍ଯା କଲେ ଓ ରକ୍ତକୁ ରଖିଲେ। ଆଉ ସମାନେେ ସହେି ବଳଦର ରକ୍ତକୁ ବଦେୀ ଉପରେ ସିଞ୍ଚିଲେ। ଏହାପରେ ଯାଜକମାନେ ମଷେମାନଙ୍କୁ ହତ୍ଯା କଲେ ଓ ମଷେମାନଙ୍କର ରକ୍ତ ୟଜ୍ଞବଦେୀ ଉପରେ ସିଞ୍ଚନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ବୃଷସବୁ ବଧ କରାଯାʼନ୍ତେ, ଯାଜକମାନେ ରକ୍ତ ଗ୍ରହଣ କରି ବେଦି ଉପରେ ସେଚନ କଲେ; ପୁଣି ମେଷ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ; ଆହୁରି, ମେଷଶାବକ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯାଜକମାନେ ବଳଦମାନଙ୍କୁ ହତ୍ୟା କଲେ ଓ ରକ୍ତକୁ ରଖିଲେ। ଆଉ ସେମାନେ ସେହି ବଳଦର ରକ୍ତକୁ ବେଦି ଉପରେ ସିଞ୍ଚିଲେ। ଏହା ପରେ ଯାଜକମାନେ ମେଷମାନଙ୍କୁ ହତ୍ୟା କଲେ ଓ ମେଷମାନଙ୍କର ରକ୍ତ ଯଜ୍ଞବେଦି ଉପରେ ସିଞ୍ଚନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ବୃଷସବୁ ବଧ କରାଯାʼନ୍ତେ, ଯାଜକମାନେ ରକ୍ତ ଗ୍ରହଣ କରି ବେଦି ଉପରେ ସେଚନ କଲେ; ପୁଣି ମେଷ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ; ଆହୁରି, ମେଷଶାବକ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ବୃଷସବୁ ବଧ କରାଯା’ନ୍ତେ, ଯାଜକମାନେ ରକ୍ତ ଗ୍ରହଣ କରି ବେଦି ଉପରେ ସେଚନ କଲେ; ପୁଣି ମେଷ ବଧ କରାଯା’ନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ; ଆହୁରି, ମେଷଶାବକ ବଧ କରାଯା’ନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ।