2 Chronicles 29:25 — Compare Translations

5 translations compared side by side

Odia - 1840
"ଦାଉଦ, ରାଜାଙ୍କ ଭବିଷ୍ଯତ୍ବକ୍ତା ଗାଦ୍ ଓ ନାଥନ୍ ଭବିଷ୍ଯତ୍ବକ୍ତା ଯେଉଁ ପ୍ରକାର ଆଦେଶ ଦଇେଥିଲେ, ରାଜା ହିଜକିଯ ସହେି ପ୍ରକା ରେ ଲବେୀୟମାନଙ୍କୁ ଝାଞ୍ଜ, ବୀଣା ଓ ସାରଙ୍ଗ ସହିତ ସଦାପ୍ରଭୁଙ୍କ ମନ୍ଦିର ରେ ଅବସ୍ଥାପିତ କଲେ। ଏହି ଆଦେଶ ସଦାପ୍ରଭୁଙ୍କଠାରୁ ତାଙ୍କର ଭବିଷ୍ଯତ୍ବକ୍ତାମାନଙ୍କର ମାଧ୍ଯମ ରେ ଆସିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଦାଉଦଙ୍କର ଓ ରାଜାଙ୍କର ଦର୍ଶକ ଗାଦ୍ର ଓ ନାଥନ ଭବିଷ୍ୟଦ୍ବକ୍ତାଙ୍କର ଆଜ୍ଞାନୁସାରେ କରତାଳ ଓ ନେବଲ ଓ ବୀଣାଧାରୀ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ସ୍ଥାପନ କଲେ; କାରଣ ସଦାପ୍ରଭୁ ଆପଣା ଭବିଷ୍ୟଦ୍-ବକ୍ତାମାନଙ୍କ ଦ୍ଵାରା ଏହି ଆଜ୍ଞା କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ, ରାଜାଙ୍କ ଭବିଷ୍ୟ‌ଦ୍‌ବକ୍ତା ଗାଦ୍ ଓ ନାଥନ୍ ଭବିଷ୍ୟ‌ଦ୍‌ବକ୍ତା ଯେଉଁ ପ୍ରକାର ଆଦେଶ ଦେଇଥିଲେ, ରାଜା ହିଜକିୟ ସେହି ପ୍ରକାରେ ଲେବୀୟମାନଙ୍କୁ ଝାଞ୍ଜ, ବୀଣା ଓ ସାରଙ୍ଗ ସହିତ ସଦାପ୍ରଭୁଙ୍କ ମନ୍ଦିରରେ ଅବସ୍ଥାପିତ କଲେ। ଏହି ଆଦେଶ ସଦାପ୍ରଭୁଙ୍କଠାରୁ ତାଙ୍କର ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ମାଧ୍ୟମରେ ଆସିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଦାଉଦଙ୍କର ଓ ରାଜାଙ୍କର ଦର୍ଶକ ଗାଦ୍‍ର ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଆଜ୍ଞାନୁସାରେ କରତାଳ ଓ ନେବଲ ଓ ବୀଣାଧାରୀ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ସ୍ଥାପନ କଲେ; କାରଣ ସଦାପ୍ରଭୁ ଆପଣା ଭବିଷ୍ୟଦ୍‍ବକ୍ତାମାନଙ୍କ ଦ୍ୱାରା ଏହି ଆଜ୍ଞା କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଦାଉଦଙ୍କର ଓ ରାଜାଙ୍କର ଦର୍ଶକ ଗାଦ୍‍ର ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଆଜ୍ଞାନୁସାରେ କରତାଳ ଓ ନେବଲ ଓ ବୀଣାଧାରୀ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ସ୍ଥାପନ କଲେ; କାରଣ ସଦାପ୍ରଭୁ ଆପଣା ଭବିଷ୍ୟଦ୍‍-ବକ୍ତାମାନଙ୍କ ଦ୍ୱାରା ଏହି ଆଜ୍ଞା କରିଥିଲେ।