2 Chronicles 29:27 — Compare Translations
5 translations compared side by side
Odia - 1840
"ଏହାପରେ ହିଜକିଯ ବଦେୀ ଉପରେ ବଳିଦାନ ଉପହାର ଉତ୍ସର୍ଗ କରିବାକୁ ଆଦେଶ ଦେଲେ। ହାମବେଳି ଉପହାରର ଉତ୍ସର୍ଗ ଯେତବେେଳେ ଆରମ୍ଭ ହେଲା, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସଙ୍ଗୀତଗାନ ସେତବେେଳେ ଆରମ୍ଭ ହେଲା। ତୂରୀ ବଜାଗଲା ଓ ଇଶ୍ରାୟେଲ ରାଜା ଦାଉଦଙ୍କ ବାଦ୍ଯୟନ୍ତ୍ର ସବୁ ବଜାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯଜ୍ଞବେଦି ଉପରେ ହୋମବଳି ଉତ୍ସର୍ଗ କରିବାକୁ ହିଜକୀୟ ଆଜ୍ଞା କଲେ । ଯେତେବେଳେ ହୋମବଳି ଆରମ୍ଭ ହେଲା, ସେତେବେଳେ ତୂରୀ ଓ ଇସ୍ରାଏଲର ରାଜା ଦାଉଦଙ୍କର ବାଦ୍ୟଯନ୍ତ୍ର ସହିତ ସଦାପ୍ରଭୁଙ୍କ ଗୀତ ମଧ୍ୟ ଆରମ୍ଭ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ହିଜକିୟ ବେଦି ଉପରେ ବଳିଦାନ ଉପହାର ଉତ୍ସର୍ଗ କରିବାକୁ ଆଦେଶ ଦେଲେ। ହୋମବଳି ଉପହାରର ଉତ୍ସର୍ଗ ଯେତେବେଳେ ଆରମ୍ଭ ହେଲା, ସେତେବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସଙ୍ଗୀତ ଗାନ ଆରମ୍ଭ ହେଲା। ତୂରୀ ବଜାଗଲା ଓ ଇସ୍ରାଏଲ ରାଜା ଦାଉଦଙ୍କ ବାଦ୍ୟଯନ୍ତ୍ର ସବୁ ବଜାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯଜ୍ଞବେଦି ଉପରେ ହୋମବଳି ଉତ୍ସର୍ଗ କରିବାକୁ ହିଜକୀୟ ଆଜ୍ଞା କଲେ। ଯେତେବେଳେ ହୋମବଳି ଆରମ୍ଭ ହେଲା, ସେତେବେଳେ ତୂରୀ ଓ ଇସ୍ରାଏଲର ରାଜା ଦାଉଦଙ୍କର ବାଦ୍ୟଯନ୍ତ୍ର ସହିତ ସଦାପ୍ରଭୁଙ୍କ ଗୀତ ମଧ୍ୟ ଆରମ୍ଭ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯଜ୍ଞବେଦି ଉପରେ ହୋମବଳି ଉତ୍ସର୍ଗ କରିବାକୁ ହିଜକୀୟ ଆଜ୍ଞା କଲେ। ଯେତେବେଳେ ହୋମବଳି ଆରମ୍ଭ ହେଲା, ସେତେବେଳେ ତୂରୀ ଓ ଇସ୍ରାଏଲର ରାଜା ଦାଉଦଙ୍କର ବାଦ୍ୟଯନ୍ତ୍ର ସହିତ ସଦାପ୍ରଭୁଙ୍କ ଗୀତ ମଧ୍ୟ ଆରମ୍ଭ ହେଲା।