2 Chronicles 29:3 — Compare Translations

5 translations compared side by side

Odia - 1840
"ହିଜକିଯ ସଦାପ୍ରଭୁଙ୍କ ମନ୍ଦିରର ଦ୍ବାରସବୁ ମରାମତି କଲେ। ହିଜକିଯ ମନ୍ଦିରକୁ ପୁନର୍ବାର ଉନ୍ମୁକ୍ତ କଲେ। ସେ ରାଜା ହବୋର ପ୍ରଥମ ବର୍ଷର ପ୍ରଥମ ମାସ ରେ ହିଁ ଏହା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ଅଧିକାରର ପ୍ରଥମ ବର୍ଷର ପ୍ରଥମ ମାସରେ ସଦାପ୍ରଭୁଙ୍କ ଗୃହର କବାଟସବୁ ଫିଟାଇ ସେସବୁର ଜୀର୍ଣ୍ଣସଂସ୍କାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟ ସଦାପ୍ରଭୁଙ୍କ ମନ୍ଦିରର ଦ୍ୱାରସବୁ ମରାମତି କଲେ। ହିଜକିୟ ମନ୍ଦିରକୁ ପୁନର୍ବାର ଉନ୍ମୁକ୍ତ କଲେ। ସେ ରାଜା ହେବାର ପ୍ରଥମ ବର୍ଷର ପ୍ରଥମ ମାସରେ ହିଁ ଏହା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ରାଜତ୍ଵର ପ୍ରଥମ ବର୍ଷର ପ୍ରଥମ ମାସରେ ସଦାପ୍ରଭୁଙ୍କ ଗୃହର କବାଟସବୁ ଫିଟାଇ ସେସବୁର ମରାମତି କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ରାଜତ୍ଵର ପ୍ରଥମ ବର୍ଷର ପ୍ରଥମ ମାସରେ ସଦାପ୍ରଭୁଙ୍କ ଗୃହର କବାଟସବୁ ଫିଟାଇ ସେସବୁର ମରାମତି କଲେ।