2 Chronicles 29:30 — Compare Translations
5 translations compared side by side
Odia - 1840
"ରାଜା ହିଜକିଯ ଓ ତାଙ୍କର ପଦାଧିକାରୀମାନେ ଲବେୀୟମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପ୍ରଶଂସାଗାନ କରିବାକୁ ଆଦେଶ ଦେଲେ। ସମାନେେ ଦାଉଦ ଓ ଆସଫ ଭବିଷ୍ଯତ୍ବକ୍ତାଙ୍କ ରଚିତ୍ ସଙ୍ଗୀତମାନ ଗାନ କଲେ। ସମାନେେ ପରମେଶ୍ବରଙ୍କର ପ୍ରଶଂସା କଲେ ଓ ଆନନ୍ଦିତ ହେଲେ। ସମାନେେ ସମସ୍ତେ ନତମସ୍ତକ ହେଲେ ଓ ପରମେଶ୍ବରଙ୍କର ଉପାସନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ହିଜକୀୟ ରାଜା ଓ ଅଧିପତିମାନେ ଦାଉଦଙ୍କର ଓ ଆସଫ ଦର୍ଶକର ବାକ୍ୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବାକୁ ଲେବୀୟମାନଙ୍କୁ ଆଜ୍ଞା କଲେ । ତହୁଁ ସେମାନେ ଆନନ୍ଦରେ ପ୍ରଶଂସାଗାନ କଲେ ଓ ମସ୍ତକ ନତ କରି ପ୍ରଣାମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ହିଜକିୟ ଓ ତାଙ୍କର ପଦାଧିକାରୀମାନେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାକୁ ଆଦେଶ ଦେଲେ। ସେମାନେ ଦାଉଦ ଓ ଆସଫ ଭବିଷ୍ୟଦ୍ବକ୍ତାଙ୍କ ରଚିତ ସଙ୍ଗୀତମାନ ଗାନ କଲେ। ସେମାନେ ପରମେଶ୍ୱରଙ୍କର ପ୍ରଶଂସା କଲେ ଓ ଆନନ୍ଦିତ ହେଲେ। ସେମାନେ ସମସ୍ତେ ନତମସ୍ତକ ହେଲେ ଓ ପରମେଶ୍ୱରଙ୍କର ଉପାସନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ହିଜକୀୟ ରାଜା ଓ ଅଧିପତିମାନେ ଦାଉଦଙ୍କର ଓ ଆସଫ ଦର୍ଶକର ବାକ୍ୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାକୁ ଲେବୀୟମାନଙ୍କୁ ଆଜ୍ଞା କଲେ ତହୁଁ ସେମାନେ ଆନନ୍ଦରେ ପ୍ରଶଂସା ଗାନ କଲେ ଓ ମସ୍ତକ ନତ କରି ପ୍ରଣାମ କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ହିଜକୀୟ ରାଜା ଓ ଅଧିପତିମାନେ ଦାଉଦଙ୍କର ଓ ଆସଫ ଦର୍ଶକର ବାକ୍ୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବାକୁ ଲେବୀୟମାନଙ୍କୁ ଆଜ୍ଞା କଲେ ତହୁଁ ସେମାନେ ଆନନ୍ଦରେ ପ୍ରଶଂସାଗାନ କଲେ ଓ ମସ୍ତକ ନତ କରି ପ୍ରଣାମ କଲେ।