2 Chronicles 29:31 — Compare Translations

5 translations compared side by side

Odia - 1840
"ହିଜକିଯ କହିଲେ, ବର୍ତ୍ତମାନ, ଯିହୁଦାର ଲୋକମାନେ, ତୁମ୍ଭମାନେେ ନିଜକୁ ସଦାପ୍ରଭୁଙ୍କ ଉତ୍ସର୍ଗୀକୃତ କରିଅଛ। ନିକଟକୁ ଆସ ଓ ସଦାପ୍ରଭୁଙ୍କ ମନ୍ଦିରକୁ ବଳିଦାନ ଓ ଧନ୍ଯବାଦର ଉପହାରସବୁ ଆଣ। ଏହାପରେ ଲୋକମାନେ ବଳିଦାନ ଓ ଧନ୍ଯବାଦର ଉପହାର ସବୁ ଆଣିଲେ। ଯଦି କୌଣସି ଲୋକ ଚାହିଁଲା, ସେ ହାମବେଳି ଉପହାରସବୁ ଆଣିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ହିଜକୀୟ ଉତ୍ତର କରି କହିଲେ,ଏବେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କରିଅଛ, ନିକଟକୁ ଆସ ଓ ସଦାପ୍ରଭୁଙ୍କ ଗୃହକୁ ବଳି ଓ ପ୍ରଶଂସାର୍ଥକ ଉପହାର ଆଣ । ତହିଁରେ ସମାଜ ବଳି ଓ ପ୍ରଶଂସାର୍ଥକ ଉପହାର ଆଣିଲେ ଓ ଯେତେ ଲୋକର ମନରେ ପ୍ରବୃତ୍ତି ଜନ୍ମିଲା, ସେମାନେ ହୋମବଳି ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହିଜକିୟ କହିଲେ, “ବର୍ତ୍ତମାନ, ଯିହୁଦାର ଲୋକମାନେ, ତୁମ୍ଭେମାନେ ନିଜକୁ ସଦାପ୍ରଭୁଙ୍କୁ ଉତ୍ସର୍ଗୀକୃତ କରିଅଛ। ନିକଟକୁ ଆସ ଓ ସଦାପ୍ରଭୁଙ୍କ ମନ୍ଦିରକୁ ବଳିଦାନ ଓ ଧନ୍ୟବାଦର ଉପହାରସବୁ ଆଣ।” ଏହା ପରେ ଲୋକମାନେ ବଳିଦାନ ଓ ଧନ୍ୟବାଦର ଉପହାର ସବୁ ଆଣିଲେ। ଯଦି କୌଣସି ଲୋକ ଗ୍ଭହିଁଲା, ସେ ହୋମବଳି ଉପହାରସବୁ ଆଣିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ହିଜକୀୟ ଉତ୍ତର କରି କହିଲେ, “ଏବେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କରିଅଛ, ନିକଟକୁ ଆସ ଓ ସଦାପ୍ରଭୁଙ୍କ ଗୃହକୁ ବଳି ଓ ପ୍ରଶଂସାର୍ଥକ ଉପହାର ଆଣ।” ତହିଁରେ ସମାଜ ବଳି ଓ ପ୍ରଶଂସାର୍ଥକ ଉପହାର ଆଣିଲେ ଓ ଯେତେ ଲୋକର ମନରେ ପ୍ରବୃତ୍ତି ଜନ୍ମିଲା, ସେମାନେ ହୋମବଳି ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ହିଜକୀୟ ଉତ୍ତର କରି କହିଲେ, ଏବେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କରିଅଛ, ନିକଟକୁ ଆସ ଓ ସଦାପ୍ରଭୁଙ୍କ ଗୃହକୁ ବଳି ଓ ପ୍ରଶଂସାର୍ଥକ ଉପହାର ଆଣ। ତହିଁରେ ସମାଜ ବଳି ଓ ପ୍ରଶଂସାର୍ଥକ ଉପହାର ଆଣିଲେ ଓ ଯେତେ ଲୋକର ମନରେ ପ୍ରବୃତ୍ତି ଜନ୍ମିଲା, ସେମାନେ ହୋମବଳି ଆଣିଲେ।