2 Chronicles 29:35 — Compare Translations
5 translations compared side by side
Odia - 1840
"ସଠାେରେ ଅନକେ ହାମବେଳି ନବୈେଦ୍ଯ ଓ ମଙ୍ଗଳାର୍ଥକ ନବୈେଦ୍ଯ ସ୍ବରୂପ ଚର୍ବିର ଉତ୍ସର୍ଗ ଓ ପଯେ ନବୈେଦ୍ଯ ଉତ୍ସର୍ଗ କରାଗଲା। ଏହିପରି ଭାବରେ, ସଦାପ୍ରଭୁଙ୍କ ମନ୍ଦିର ରେ ସବୋକାର୍ୟ୍ଯ ଆଉଥରେ ଆରମ୍ଭ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ହୋମବଳି, ମଙ୍ଗଳାର୍ଥକ ବଳିର ମେଦ ଓ ପ୍ରତ୍ୟେକ ହୋମବଳିର ପେୟ-ନୈବେଦ୍ୟ ପ୍ରଚୁର ହୋଇଥିଲା । ଏହିରୂପେ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ ସୁଧାରାମତେ ସ୍ଥାପିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଅନେକ ହୋମବଳି ନୈବେଦ୍ୟ ଓ ମଙ୍ଗଳାର୍ଥକ ନୈବେଦ୍ୟ ସ୍ୱରୂପ ଚର୍ବ୍ବୀର ଉତ୍ସର୍ଗ ଓ ପେୟନୈବେଦ୍ୟ ଉତ୍ସର୍ଗ କରାଗଲା। ଏହିପରି ଭାବରେ, ସଦାପ୍ରଭୁଙ୍କ ମନ୍ଦିରରେ ସେବାକାର୍ଯ୍ୟ ଆଉଥରେ ଆରମ୍ଭ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ହୋମବଳି, ମଙ୍ଗଳାର୍ଥକ ବଳିର ମେଦ ଓ ପ୍ରତ୍ୟେକ ହୋମବଳିର ପେୟ-ନୈବେଦ୍ୟ ପ୍ରଚୁର ହୋଇଥିଲା। ଏହିରୂପେ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ ସୁଧାରାମତେ ସ୍ଥାପିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଆହୁରି ହୋମବଳି, ମଙ୍ଗଳାର୍ଥକ ବଳିର ମେଦ ଓ ପ୍ରତ୍ୟେକ ହୋମବଳିର ପେୟ-ନୈବେଦ୍ୟ ପ୍ରଚୁର ହୋଇଥିଲା। ଏହିରୂପେ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ ସୁଧାରାମତେ ସ୍ଥାପିତ ହେଲା।