2 Chronicles 29:36 — Compare Translations
5 translations compared side by side
Odia - 1840
"ପରମେଶ୍ବର ତାଙ୍କର ଲୋକମାନଙ୍କ ନିମନ୍ତେ ଯେଉଁସବୁ ବିଷଯ ପ୍ରସ୍ତୁତ କରିଥିଲେ, ସେଥିନିମନ୍ତେ ହିଜକିଯ ଓ ଲୋକମାନେ ଅତ୍ଯନ୍ତ ଆନନ୍ଦିତ ଥିଲେ। ଆଉ ସେ ତାହା ଏତେ ଶୀଘ୍ର କଲେ, ଯେ ସେଥିନିମନ୍ତେ ସମାନେେ ଆନନ୍ଦିତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପରମେଶ୍ଵର ଲୋକମାନଙ୍କ ନିମନ୍ତେ ଏହାସବୁ ପ୍ରସ୍ତୁତ କରିଥିବାରୁ ହିଜକୀୟ ଓ ସମସ୍ତ ଲୋକ ଆନନ୍ଦ କଲେ; କାରଣ ଏହି କାର୍ଯ୍ୟ ଅକସ୍ମାତ୍ ସାଧିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କର ଲୋକମାନଙ୍କ ନିମନ୍ତେ ଯେଉଁସବୁ ବିଷୟ ପ୍ରସ୍ତୁତ କରିଥିଲେ, ସେଥିନିମନ୍ତେ ହିଜକିୟ ଓ ଲୋକମାନେ ଅତ୍ୟନ୍ତ ଆନନ୍ଦିତ ଥିଲେ। ଆଉ ସେ ତାହା ଏତେ ଶୀଘ୍ର କଲେ, ଯେ ସେଥିନିମନ୍ତେ ସେମାନେ ଆନନ୍ଦିତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପରମେଶ୍ୱର ଲୋକମାନଙ୍କ ନିମନ୍ତେ ଏହାସବୁ ପ୍ରସ୍ତୁତ କରିଥିବାରୁ ହିଜକୀୟ ଓ ସମସ୍ତ ଲୋକ ଆନନ୍ଦ କଲେ; କାରଣ ଏହି କାର୍ଯ୍ୟ ଅକସ୍ମାତ୍ ସାଧିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ପରମେଶ୍ୱର ଲୋକମାନଙ୍କ ନିମନ୍ତେ ଏହାସବୁ ପ୍ରସ୍ତୁତ କରିଥିବାରୁ ହିଜକୀୟ ଓ ସମସ୍ତ ଲୋକ ଆନନ୍ଦ କଲେ; କାରଣ ଏହି କାର୍ଯ୍ୟ ଅକସ୍ମାତ୍ ସାଧିତ ହେଲା।